୨୦ ବର୍ଷ, ୨ହଜାରୁ ଊର୍ଦ୍ଧ୍ୱ ସେନାଙ୍କୁ ହରାଇବା ପରେ ସରିଲା ଆମେରିକାର ଅଭିଯାନ

ୱାଶିଂଟନ,୩୧ ।୮: ଆତଙ୍କବାଦ ବିରୋଧରେ ୨୦ ବର୍ଷ ଧରି ଆମେରିକା ଚଳାଇଥିବା ଅଭିଯାନ ଶେଷ ହୋଇଛି । ଅନ୍ୟ ଦେଶରେ ଚାଲିଥିବା ଏଡି ଅଭିଯାନ ଯେତିକି କଷ୍ଟକର ଥିଲା ସେତିକି ରୋଚକ ମଧ୍ୟ ଥିଲା । ଆମେରିକାର ଆଫଗାନିସ୍ତାନରେ ଲଢେଇ ଏମିତି ଥିଲା ଯାହା ଅନ୍ଧାରରେ ବାଡି ବୁଲାଇବା ସହ ସମାନ ବୋଲି କୁହାଯାଏ । ଏଥିରେ କୋଟି କୋଟି ଡଲାର ଖର୍ଚ୍ଚ ହେବା, ହଜାର ହଜାର ସେନାଙ୍କ ଜୀବନ ଯିବା ଆଦି ଏବେ ଆମେରିକା ପାଇଁ ଅତୀତ ହୋଇଗଲା । ଏହି ଅଭିଯାନ ଶେଷ ହେବା ପରେ ଆମେରିକା ପ୍ରତିରକ୍ଷା ମନ୍ତ୍ରୀ ଲୟଡ ଅଷ୍ଟିନଙ୍କ ବୟାନ ସାମ୍ନାକୁ ଆସିଛି । ସେ କହିଛନ୍ତି ଆଫଗାନିସ୍ତାନରେ ଆତଙ୍କବାଦ ବିରୋଧ ଯୁଦ୍ଧରେ ଆମେରିକାର ପ୍ରାୟ ୨,୪୬୧ ସେନାଙ୍କ ଜୀବନ ଯାଇଛି । ଏହାପରେ ଏମିତି ବହୁତ କିଛି ଆମେରିକାକୁ ସହିବାକୁ ପଡଛି ଯାହା କହିବା ସମ୍ଭବ ନୁହେଁ । ଲୟଡ ଅଷ୍ଟିନ କହିଛନ୍ତି ଆତଙ୍କବାଦ ବିରୋଧରେ ଆମର ଲଢେଇ ଜାରି ରହିବ । କାରଣ ଆମପାଇଁ ଆମେରିକା ନାଗରିକ ସବୁଠାରୁ ଆଗରେ । ବିଶ୍ୱରେ ସେମାନଙ୍କୁ ଆତଙ୍କବାଦଠାରୁ ବଞ୍ଚାଇବା ପାଇଁ ଆମେ ସବୁକିଛି କରିବାକୁ ପ୍ରସ୍ତୁତ ଅଛୁ । ଆମେ ଆତଙ୍କବାଦ ବିରୋଧରେ କଠିନ ପରିଶ୍ରମ କରିବୁ ଓ ଏହାର ମୂଳୋତ୍ପାଟନ କରିବୁ । ଆଫଗାନିସ୍ତାନରେ ତାଲିବାନ ଶାସନ କରିବା ଆରମ୍ଭ କରିବା ପୂର୍ବରୁ ସେଠାରୁ ୧ଲକ୍ଷ ୨୩ ହଜାର ଲୋକଙ୍କୁ ଆମେରିକା ଉଦ୍ଧାର କରିଛି । ଏମାନଙ୍କ ମଧ୍ୟରେ ପ୍ରାୟ ୬ ହଜାର ଆମେରିକୀୟ ଓ ଆଫଗାନ ନାଗରିକଙ୍କ ସମେତ ଅନ୍ୟ ଦେଶର ନାଗରିକଙ୍କୁ ମଧ୍ୟ ଉଦ୍ଧାର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ…

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ…

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri