Posted inଜାତୀୟ

ମଲ୍ଲିକାର୍ଜୁନଙ୍କ ପରେ କିଏ ରାଜ୍ୟ ସଭା ବିରୋଧୀ ଦଳ ନେତା? ଦୌଡ଼ରେ ଚିଦାମ୍ବରମ-ଦିଗବିଜୟ…

ନୂଆଦିଲ୍ଲୀ,୧।୧୦ : କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ କରିବା ପରେ ଶନିବାର ରାଜ୍ୟ ସଭାର ବିରୋଧୀ ଦଳର ନେତା ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପଠାଇଛନ୍ତି। ଏବେ ରାଜ୍ୟସଭାରେ କିଏ କଂଗ୍ରେସର ନେତୃତ୍ୱ ନେବେ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ଦୌଡ଼ରେ ବରିଷ୍ଠ ନେତା ପି. ଚିଦାମ୍ବରମ ଏବଂ ଦିଗବିଜୟ ସିଂ ଆଗରେ ରହିଛନ୍ତି।

ଜଣେ ବ୍ୟକ୍ତି ଗୋଟିଏ ପୋଷ୍ଟ ଫର୍ମୁଲା ଅନ୍ତର୍ଗତ ମଲ୍ଲିକାର୍ଜୁନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟକୁ ଇସ୍ତଫା ପଠାଇଛନ୍ତି। ଜଣେ ବ୍ୟକ୍ତିଙ୍କ ଅଧୀନରେ ଗୋଟିଏ ପୋଷ୍ଟ ଫର୍ମୁଲା ଅନୁସାରେ ଅଶୋକ ଗେହଲୋଟଙ୍କୁ ଦଳର ଅଧ୍ୟକ୍ଷ ହେବା ପାଇଁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ କୁହାଯାଇଥିଲା। ମାତ୍ର ଏହା ସମ୍ଭବ ହୋଇ ପାରି ନଥିଲା। କର୍ନାଟକର ଭେଟେରାନ ନେତା ମଲ୍ଲିକାର୍ଜୁନ ଖାର୍ଗେ ଦଳର ନୂତନ ଅଧ୍ୟକ୍ଷ ହେବାର ଆଶା ଅଧିକ ରହିଛି।

ତେବେ ସେ ଏମ୍‌ପି ଶଶି ଥରୁରଙ୍କ ସହ ମୁହାଁମୁହିଁ ହେବେ। ଜି -୨୩ର ନେତାମାନେ ମଧ୍ୟ ଖାର୍ଗେଙ୍କୁ ସମର୍ଥନ କରିଛନ୍ତି।
କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ବର୍ତ୍ତମାନ ଏକ ଆନୁଷ୍ଠାନିକ ରୂପ ନେଇଛି। ତେବେ ଅକ୍ଟୋବର ୧୯ରେ ନୂତନ ଅଧ୍ୟକ୍ଷଙ୍କ ନାମ ବିଧିବଧ ଭାବେ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?