Posted inଜାତୀୟ

ଭୂସ୍ଖଳନ ପୀଡିତଙ୍କୁ ଭେଟିବା ପରେ ରାହୁଲ କଲେ ବଡ଼ ଘୋଷଣା, ପୀଡିତଙ୍କ ପାଇଁ…

ଓ୍ବାୟନାଡ,୨।୮:କେରଳର ୱାୟାନାଡରେ ଭୂସ୍ଖଳନ ଘଟଣାରେ ମୃତ୍ୟୁସଂଖ୍ୟା ୩୦୮ରେ ପହଞ୍ଚିଥିବାବେଳେ ଶହ ଶହ ଲୋକ ନିଖୋଜ ଥିବା ସୂଚନା ମିଳିଛି। ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ୱାୟାନାଡ ଗସ୍ତରେ ଅଛନ୍ତି। ସ୍ଥିତି ଦେଖିବା ପରେ ରାହୁଲ କହିଛନ୍ତ, ଏହା ଏକ ଭୟଙ୍କର ଦୁଃଖଦ ଘଟଣା। ପୀଡିତଙ୍କୁ ସାହାଯ୍ୟ କରିବାକୁ ଆମେ ଏଠାରେ ଅଛୁ। ୱାୟାନାଡରେ ଭୂସ୍ଖଳନ ପୀଡିତଙ୍କ ପାଇଁ କଂଗ୍ରେସ ୧୦୦ଘର ନିର୍ମାଣ କରିବ ବୋଲି ସେ ଘୋଷଣା କରିଛନ୍ତି।

ରାହୁଲ ଆହୁରି କହିଛନ୍ତି, ମୁଁ ଗତକାଲି ଠାରୁ ଏଠାରେ ଅଛି, ଗତକାଲି ଆମେ ଘଟଣା ସ୍ଥଳକୁ ଯାଇଥିଲୁ, କ୍ୟାମ୍ପକୁ ଯାଇଥିଲୁ, ଏଠାରେ ସ୍ଥିତି ଅନୁଧ୍ୟାନ କରିଥିଲୁ। ଆଜି ପ୍ରଶାସନ ସହିତ ଆମର ଏକ ବୈଠକ ହେବାର ଅଛି। ବୈଠକ ପରେ ପରିସ୍ଥିତି କ’ଣ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ…

ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ

ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…

ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri