Posted inଫୁରସତ

ପାଣିରେ ମିଶିବା ପରେ ବହୁଗୁଣା ହୋଇଯିବେ ବ୍ୟାକ୍ଟେରିଆ

ଲଣ୍ଡନ: ବିଶ୍ୱବାସୀଙ୍କ ପାଇଁ ଜଳବାୟୁ ପରିବର୍ତ୍ତନ ଏକ ବଡ଼ ଆହ୍ବାନ ପାଲଟିଛି। ଏହା ପ୍ରଭାବରେ ବୈଶ୍ୱିକ ତାପମାତ୍ରା ମଧ୍ୟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଫଳରେ ହିମବାହ, ବରଫ ଚାଦର ତରଳିବା ଆରମ୍ଭ କରିଛନ୍ତି। ସମୁଦ୍ର ଓ ନଦୀର ଜଳସ୍ତରରେ ବୃଦ୍ଧି ଘଟିବା ସାଙ୍ଗକୁ ଜଳରେ ବ୍ୟାକ୍ଟେରିଆର ପରିମାଣ ବୃଦ୍ଧି ପାଇବ ବୋଲି ବ୍ରିଟେନ୍‌ର ଆବରିଷ୍ଟଓ୍ବିଥ୍‌ ୟୁନିଭର୍ସିଟି ପକ୍ଷରୁ କରାଯାଇଥିବା ଅଧ୍ୟୟନରୁ ଜଣାପଡ଼ିଛି। ବରଫ ତରଳିବା ଦ୍ୱାରା ଏଥିରେ ରହୁଥିବା ବ୍ୟାକ୍ଟେରିଆ ସବୁ ପାଣିରେ ମିଶିବେ। ବରଫ ତୁଳନାରେ ଜଳର ତାପମାତ୍ରା ଅଧିକ ହୋଇଥିବା ଯୋଗୁ ଏହି ବ୍ୟାକ୍ଟେରିଆ ସବୁ ବହୁଗୁଣା ହୋଇଯିବେ।
ନର୍ଥ ଆମେରିକା ଏବଂ ଗ୍ରୀନଲାଣ୍ଡର ପାଖାପାଖି ୧୦ଟି ହିମବାହକୁ ନେଇ ବିଶେଷଜ୍ଞଙ୍କ ପକ୍ଷରୁ ଏହି ଅଧ୍ୟୟନ କରାଯାଇଛି। ଆଗାମୀ ୮୦ ବର୍ଷ ପରେ ବିଶ୍ୱରେ ଜୀବାଣୁଙ୍କ ସଂଖ୍ୟା ୧୦,୦୦୦,୦୦୦ ଟନ୍‌ରେ ପହଞ୍ଚତ୍ବ। ବର୍ତ୍ତମାନ ସମୟରେ ବୃଦ୍ଧି ପାଉଥିବା ବୈଶ୍ୱିକ ତାପମାତ୍ରାକୁ ଅନୁଧ୍ୟାନ କଲେ୨୧୦୦ ବେଳକୁ ତାପମାତ୍ରା ୨ରୁ ୩ ଡଗ୍ରୀ ସେଲ୍‌ସିୟସ୍‌ ବୃଦ୍ଧି ଘଟିବ।


Enter your email to get our daily news in your inbox.

All Right Reserved By Dharitri.Com

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri