Posted inଜାତୀୟ

ମୋଦିଙ୍କ ପରେ ଲଦାଖ ଗସ୍ତ କରିବେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୧୫।୭: ଲଦାଖର ଗଲଓ୍ବାନ ଘାଟିରେ ସୀମା ବିବାଦକୁ ନେଇ ନିକଟରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହାପରେ ସେଠାକାର ସ୍ଥିତି ସମୀକ୍ଷା କରିବା ପାଇଁ ଜୁଲାଇ ୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହ ଗସ୍ତ କରିଥିଲେ। ମୋଦିଙ୍କ ଗସ୍ତ ପରେ ଏବେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଲଦାଖ ଗସ୍ତ କରିବେ ବୋଲି ଜଣାପଡ଼ିଛି। ଜୁଲାଇ ୧୭ରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା ପାଇଁ ଲଦାଖ ଗସ୍ତ କରିବେ ଏବଂ ଜୁଲାଇ ୧୮ରେ ସେ ଜମ୍ମୁ-କଶ୍ମୀର ଯିବେ ବୋଲି ସୂଚନା ରହିଛି। ଏହି ଅବସରରେ ସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌. ନରଓ୍ବଣେ ମଧ୍ୟ ଉପସ୍ଥିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ହିରୋ ମୋଟୋକର୍ପ ଚେୟାରମ୍ୟୋନଙ୍କ ଘରେ ଆଇଟି ଚଢ଼ାଉ

ଗୁରଗାଓଁ,୨୩।୩: ହିରୋ ମୋଟୋକର୍ପ ଚେୟାରମ୍ୟାନ ତଥା ଏମ୍‌ଡି ପୱନ ମୁଞ୍ଜାଲଙ୍କ ଘରେ ଆୟକର ବିଭାଗ(ଆଇଟି) ଚଢ଼ାଉ କରିଛି। ବୁଧବାର ସକାଳୁ ତାଙ୍କ ବାସଭବନ ଓ ଗୁରୁଗାଓଁ...

ଝାଡଖଣ୍ଡ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗଦେଲେ ୬ ବିପକ୍ଷ ବିଧାୟକ

ରାଞ୍ଚି,୨୩।୧୦:ଝାଡଖଣ୍ଡ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା ଲାଗିଛି। ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ସୁଖଦେବ ଭଗତ ଭାଜପାରେ ଯୋଗ ଦେଇଛନ୍ତି। ଏହାସହ...

ଆସାମରେ ଏନ୍‌ଆର୍‌ସି ସମୟସୀମା ବୃଦ୍ଧି ପାଇଁ ଆବେଦନ କଲେ କେନ୍ଦ୍ର ଓ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୬।୭: ଆସାମରେ ଜାତୀୟ ନାଗରିକ ପଞ୍ଜିକରଣ(ଏନ୍‌ଆର୍‌ସି) ସମୟ ସୀମା ବୃଦ୍ଧି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ପକ୍ଷରୁ ଆବେଦନ ଦାଖଲ ହୋଇଛି। ଏହି ଆବେଦନ...

ଏଲ୍‌ଏସିରେ ଉତ୍ତେଜନା: ଟି-୯୦, ଟି-୭୨ ଟ୍ୟାଙ୍କ ମୁତୟନ

ଲେହ, ୨୭।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତ ପକ୍ଷରୁ ଚାଇନାକୁ କଡ଼ା ଜବାବ ଦେବାକୁ ଏଠାରେ ଟି-୯୦ ଏବଂ ଟି-୭୨...

ମୁସଲିମ ପ୍ରାର୍ଥୀଙ୍କୁ ଟିକେଟ୍‌ ଦେଲା ଭାଜପା ମେଣ୍ଟ

ଲକ୍ଷ୍ନୌ,୨୩।୧: ଆଗାମୀ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଭାଜପା ସହ ମେଣ୍ଟ କରିଥିବା ଆପନା ଦଳ ରବିବାର ତା’ର ପ୍ରଥମ ମୁସଲିମ ପ୍ରାର୍ଥୀଙ୍କ ନାମ ଘୋଷଣା...

ଚାଇନାର ଆକ୍ରମଣାତ୍ମକ ଆଭିମୁଖ୍ୟ ପ୍ରସଙ୍ଗ ଉଠାଇଲା ଭାରତ

ନୂଆଦିଲ୍ଲୀ, ୭।୧୨(ପି.ଟି.): ଭାରତ ଓ ରୁଷିଆର ପ୍ରତିରକ୍ଷା ଏବଂ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ସୋମବାର ୨+୨ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭାରତ ଏହାର...

ଚନ୍ଦ୍ରୟାନ-୨: ଲକ୍ଷ୍ୟଠାରୁ ଦୁଇପାଦ ଦୂରରେ: ବିକ୍ରମକୁ ଠାବ ଉଦ୍ୟମ ଜାରି

ବେଙ୍ଗାଲୁରୁ,୮ା୯(ପି.ଟି.): ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଚନ୍ଦ୍ରୟାନ-୨ ଲକ୍ଷ୍ୟଠାରୁ ଦୁଇପାଦ ପଛରେ ରହିଯାଇଛି। ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରପୃଷ୍ଠକୁ ଛୁଇଁବା ପାଇଁ ୨.୧ କି.ମି. ଦୂରତା ଥିବାବେଳେ...

ବଡ଼ ଧରଣର ବିସ୍ଫୋରଣ ଘଟାଇବା ଯୋଜନାରେ ଥିଲେ ଆତଙ୍କବାଦୀ

ଶ୍ରୀନଗର,୨୭।୬: ଜମ୍ମୁ ବିମାନ ବନ୍ଦରରେ ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଷ୍ଟେଶନ ଉପରେ ଦୁଇଟି ଡ୍ରୋନ ଆକ୍ରମଣ ପରେ ରବିବାର ସକାଳେ ଉଦ୍ଧାର ହୋଇଛି ଆଇଇଡି...

Advertisement
Archives

Model This Week