Posted inଜାତୀୟ

ସରକାରୀ ଡାକ୍ତରଖାନାରେ ମୃତ୍ୟୁର ତାଣ୍ଡବ: ନାଗପୁରରେ ୨୪ଘଣ୍ଟାରେ ୨୫ ରୋଗୀଙ୍କ ମୃତ୍ୟୁ

ନାଗପୁର,୪।୧୦: ମହାରାଷ୍ଟ୍ରର ନନ୍ଦେଡ ଓ ଔଉରାଙ୍ଗବାଦ ପରେ ନାଗପୁରର ସରକାରୀ ଡାକ୍ତରଖାନାରେ ୨୫ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ୨୪ଘଣ୍ଟା ଭିତରେ ଦୁଇଟି ଭିନ୍ନ ସରକାରୀ ଡାକ୍ତରଖାନାରେ ମୃତ୍ୟୁ ମାମଲା ସାମ୍ନାକୁ ଆସିଥିବା ଜଣାପଡିଛି।

ଏହାପୂର୍ବରୁ ମହାରାଷ୍ଟ୍ରର ଛତ୍ରପତି ସମଭାଜିନଗରସ୍ଥିତ ସରକାରୀ ମେଡିକାଲ କଲେଜ ଏବଂ ହସପିଟାଲ (ଜିଏମଏଚସି)ରେ ୧୮ଜଣଙ୍କର ମୃତ୍ୟୁ ଘଟିଛି ବୋଲି ମେଡିକାଲର ଚିକିତ୍ସା ଅଧୀକ୍ଷକ କହିଛନ୍ତି।
ପ୍ରାଣ ହରାଇଥିବା ୧୮ଜଣଙ୍କ ମଧ୍ୟରୁ ଦୁଇ ଜଣଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ ନିମୋନିଆରେ ପୀଡିତ ଥିଲେ। ଅନ୍ୟ ତିନି ରୋଗୀ କିଡନୀ ଫେଲ ଏବଂ ଅନ୍ୟ ଜଣେ ରୋଗୀ ଯକୃତ ନିଷ୍କ୍ରିୟର ଶିକାର ହୋଇଥିଲେ। ଯକୃତ ଏବଂ କିଡନୀ ଫେଲ ହେତୁ ଅନ୍ୟ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ସଡ଼କ ଦୁର୍ଘଟଣା, ବିଷାକ୍ତ ପଦାର୍ଥ ଏବଂ ଆପେଣ୍ଡିକ୍ସ ଯୋଗୁ ମଧ୍ୟ ରୋଗୀଙ୍କର ମୃତ୍ୟୁ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

ରେଢ଼ାଖୋଲ ବିକାଶ ଓ ଇକୋ ପାର୍କକୁ ଅବହେଳା, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଟାର୍ଗେଟ କରି ରୋହିତ ପୂଜାରୀ କହିଲେ ଏମିତି…

ସମ୍ବଲପୁର,୧୨ା୮(ପ୍ରମୋଦ ବହିଦାର): ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀରେ ହୋଇଥିବା ବିକାଶ ପ୍ରକଳ୍ପଗୁଡ଼ିକର ରକ୍ଷଣାବେକ୍ଷଣରେ ଅବହେଳାକୁ ତୀବ୍ର ସମାଲୋଚନା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି…

ଦିଗପହଣ୍ଡି ସହରକୁ ଦୂଷିତ ପାନୀୟ ଜଳ ଯୋଗାଣକୁ ନେଇ ଜନଅସନ୍ତୋଷ, ଜନସ୍ବାସ୍ଥ୍ୟ ବିଭାଗ କହିଲା….

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରକୁ ମୌଳାଭଞ୍ଜା ସ୍ଥିତ ଘୋଡ଼ାହାଡ଼ ନଦୀରୁ ସ୍ଥାନୀୟ ଜନସ୍ବାସ୍ଥ୍ୟ ପାନୀୟଜଳ (ପିଏଚଡି) କାର୍ଯ୍ୟାଳୟ ପକ୍ଷରୁ ପାଇପ ଯୋଗେ ପାନୀୟ…

ଭଞ୍ଜନଗରରେ ‘ହର୍‌ଘର୍‌ ତ୍ରିରଙ୍ଗା’ ଅଭିଯାନ, ଦେଶପ୍ରେମର ବାର୍ତ୍ତା ନେଇ ଶୋଭାଯାତ୍ରା

ଭଞ୍ଜନଗର,୧୨ା୮(ବାବୁଲା ପ୍ରଧାନ): ସ୍ବାଧୀନତା ଦିବସ ପାଳନ ଅବସରରେ ଭଞ୍ଜନଗର ବ୍ଲକ ଓ ମ୍ୟୁନିସିପାଲିଟି ପକ୍ଷରୁ ‘ହର ଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଦେଶପ୍ରେମର ପରିବେଶ ମଧ୍ୟରେ…

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍…

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri