Posted inଜାତୀୟ

ଇଡି କାର୍ଯ୍ୟାଳୟରେ କଟିଲା ନୱାବଙ୍କ ପ୍ରଥମ ରାତି

ମୁମ୍ବାଇ,୨୪ ।୨: ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ଥିବା ନୱାବ ମଲିକଙ୍କ ଗିରଫକୁ ନେଇ ରାଜନୀତି ତାପମାତ୍ରା ବଢିବାରେ ଲାଗିଛି । ଏହା କେବଳ ମହାରାଷ୍ଟ୍ର ନୁହେଁ ବରଂ ଉତ୍ତର ପ୍ରଦେଶ ଓ ପଶ୍ଚିମ ବଙ୍ଗରେ ଏହାର ପ୍ରଭାବ ଦେଖିବାକୁ ମିଳିଲାଣି । ଅର୍ଥାତ୍ ଦେଶର ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ଲମ୍ବିଲାଣି ନୱାବଙ୍କ ମାମଲା । ନୱ୍ୱାବ ବୁଧବାର ପ୍ରଥମ ରାତି ଇଡି କାର୍ଯ୍ୟାଳୟରେ କାଟିଥିବା ବେଳେ ଗୁରୁବାର କିନ୍ତୁ ସଡ଼କରେ ରାଜନୀତିର ଉଷ୍ମତା ଖେିବାକୁୁ ମିଳିବ । ଏହାକୁ ନେଇ ଗୋଟିଏ ପଟେ ଏନ୍‌ସିପି ଓ ଏହାର ସମର୍ଥକ ଥିବା ବେଳେ ଅନ୍ୟପଟେ ଭାରତୀୟ ଜନତା ପାର୍ଟି(ଭାଜପା) ।
ମହାବିକାଶ ଅଘାଡିର ନେତା ଗୁରୁବାର ମୁମ୍ବାଇରେ ପ୍ରଦର୍ଶନ କରି ନୱାବ ମଲିକଙ୍କ ଗିରଫକୁ ବିରୋଧ କରିବେ ତ ଅନ୍ୟପଟେ ଭାଜପା ନୱାବ ମଲିକଙ୍କ ଇସ୍ତଫା ଦାବି କରି ପ୍ରଦର୍ଶନ କରିବ । କାରଣ ନୱାବ ଉଦ୍ଧବ ସରକାରରେ ମନ୍ତ୍ରୀ ରହିଛନ୍ତି । ଏବେ ନୱାବଙ୍କ ଇସ୍ତଫାକୁ ନେଇ ଏନସିପି ଓ ଭାଜପା ମଧ୍ୟରେ ଲଢେଇ ଆରମ୍ଭ ହୋଇଗଲାଣି । ସୂଚନାଯୋଗ୍ୟ, ମନି ଲଣ୍ଡରିଂ ମାମଲାରେ ନୱାବ ମଲିକଙ୍କୁ ମାର୍ଚ୍ଚ ୩ ପର୍ଯ୍ୟନ୍ତ ଇଡି ହେଫାଜତକୁ ପଠାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri