Posted inଜାତୀୟ

ପେସିଏମ୍‌ ପରେ ଏବେ ସେସିଏମ୍‌, ବୋମ୍ମାଇଙ୍କୁ ଘେରିଲା କଂଗ୍ରେସ…

ବେଙ୍ଗାଲୁରୁ,୧୯।୧୦ : ‘ପେସିଏମ’ ଅଭିଯାନର ସଫଳତା ପରେ କର୍ନାଟକରେ କଂଗ୍ରେସ ଏବେ ‘ସେସିଏମ’ ଅଭିଯାନ ଆରମ୍ଭ କରିଛି। ଏହା ଦ୍ୱାରା କଂଗ୍ରେସ ଶାସକଦଳକୁ ଘେରିବା ଆରମ୍ଭ କରିଛି। ୨୦୧୮ ରେ ଦିଆଯାଇଥିବା ୬୦୦ ନିର୍ବାଚନୀ ପ୍ରତିଶ୍ରୁତିର ୯୦ ପ୍ରତିଶତ ପୂରଣ କରିବାରେ ବିଫଳ ହୋଇଥିବା ଦର୍ଶାଇ କଂଗ୍ରେସ ବୁଧବାର ମୁଖ୍ୟମନ୍ତ୍ରୀ ବାସଭାରାଜ ବୋମ୍ମାଇଙ୍କ ଭାଜପା ସରକାରଙ୍କୁ ଟାର୍ଗେଟ କରି SayCM.com ୱେବସାଇଟ ଉନ୍ମୋଚନ କରିଛି। ୱେବସାଇଟରେ ସମସ୍ତ ପ୍ରଶ୍ନ ରହିଛି ଯାହା କଂଗ୍ରେସ ଏପର୍ଯ୍ୟନ୍ତ ଭାଜପାକୁ ପଚାରିଛି। କଂଗ୍ରେସ କହିଛି ଯେ ଏପର୍ଯ୍ୟନ୍ତ ୫୦ ଟି ପ୍ରଶ୍ନର କୌଣସି ଉତ୍ତର ଦେଇ ନ ଥିବା ଭାଜପା ଏହାର ନିରବତା ଦ୍ୱାରା ଦୋଷ ସ୍ବୀକାର କରିଛି।

ମଙ୍ଗଳବାର ଏକ ଗଣମାଧ୍ୟମ ସମ୍ମିଳନୀରେ କର୍ନାଟକ କଂଗ୍ରେସ ଯୋଗାଯୋଗ ବିଭାଗର ମୁଖ୍ୟ ପ୍ରିୟଙ୍କା ଖାର୍ଗେ ଶାସକ ଭାଜପାକୁ ଚେତାବନୀ ଦେଇ କହିଛନ୍ତି ଯେ ଯଦି କେବଳ ପେସିଏମ ଆପଣଙ୍କୁ କହିବାକୁ ପ୍ରେରଣା ଦିଏ, ତେବେ ଆପଣଙ୍କ ବିଫଳତାର ଉତ୍ତର ଦେବା ପାଇଁ ଆମେ ସେସିଏମ ଆରମ୍ଭ କରିବୁ। ଏହାର ଗୋଟିଏ ଦିନ ପରେ ବୁଧବାର

କଂଗ୍ରେସ କ୍ୱ୍ୟୁଆର କୋଡ ଲଞ୍ଚ କରିଛି, ଯାହା ପେସିଏମ ପରି ଦେଖାଯାଉଛି, କିନ୍ତୁ ଏହା ଲୋକଙ୍କୁ SayCm.com କୁ ନେଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri