Posted inଜାତୀୟ

ପଞ୍ଜାବ ପରେ ରାଜସ୍ଥାନ ରାଜନୀତି ସରଗରମ

ଜଇପୁର,୨୫ ।୯: ପଞ୍ଜାବ କଂଗ୍ରେସ ପରେ ଏବେ ପାଳି ପଡିଛି ରାଜସ୍ଥାନ କଂଗ୍ରେସର । ରାଜସ୍ତାନ କଂଗ୍ରେସର ପ୍ରଦେଶ ଉପାଧ୍ୟକ୍ଷ ରାଜେନ୍ଦ୍ର ଚୌଧୁରୀ ସଚ୍ଚିନ ପାଇଲଟଙ୍କ ସମର୍ଥନରେ ବାହାରି ପଡିଛନ୍ତି । ପୁଣିଥରେ ରାଜସ୍ଥାନର ଶାସନ ଡୋର ପାଇଲଟଙ୍କ ହାତରେ ଦେବାକୁ ଦାବି ଉଠିଲାଣି । ଗତବର୍ଷ ବି ରାଜସ୍ତାନରେ ପାଇଲଟ ଭର୍ସେସ ଗେହଲଟ କନ୍ଦଳ ଦେଖିବାକୁ ମିଳିଥିଲା । ଯାହାକୁ କଂଗ୍ରେସ କୌଣସି ମତେ ସମ୍ଭାଳି ନେଇଥିଲା । ହେଲେ ଏବେ ପୁଣିଥରେ ପାଇଲଟଙ୍କ ସମର୍ଥନ ଦେଖିବାକୁ ମିଳିଲାଣି । ପ୍ରଦେଶ ଉପାଧ୍ୟକ୍ଷ ରାଜେନ୍ଦ ଚୌଧୁରୀ କଂଗ୍ରେସ ହାଇକମାଣ୍ଡଙ୍କୁ ପାଇଲଟଙ୍କୁ ରାଜ୍ୟ ଭାର ଦେବାକୁ କହିଲେଣି । ଚୌଧୁରୀ କହିଛନ୍ତି ରାଜସ୍ତାନରେ ଆସନ୍ତା ବିଧାନସଭା ନିର୍ବାଚନ ପାଇଲଟଙ୍କ ନେତୃତ୍ୱରେ ହେବା ଦରକାର । ରାଜେନ୍ଦ୍ର ଚୌଧୁରୀ କହିଛନ୍ତି ଗେହଲଟ ତାଙ୍କ କାମ କରି ସାରିଛନ୍ତି । ତାଙ୍କୁ ଯୁବ ନେତୃତ୍ୱର ମାର୍ଗଦର୍ଶନ କରିବା ଦରକାର । କାରଣ ରାଜସ୍ତାନ ଜନମାନସ ଏବେ ଯୁବ ନେତୃତ୍ୱ ଚାହୁଁଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଦୁର୍ଘଟଣା ମାମଲାରେ ନୂଆ ଟୁଇଷ୍ଟ: ଦୁର୍ଘଟଣା ଖବରକୁ ଖଣ୍ଡନ କଲେ ରାଜ୍ୟ ସରକାର, କହିଲେ…

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁର ପାହାଡ଼ ନିକଟରେ ବିମାନ ଦୁର୍ଘଟଣାର ଖବରକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭ୍ରାମକ ବୋଲି କହି ଏହାକୁ ଅସ୍ବୀକାର କରିଛନ୍ତି। କଲେକ୍ଟର…

ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା

ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ…

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ…

ଯୁଦ୍ଧକୁ ଡେଇଁଲା ଚାଇନା, ଇରାନୀ ଜାହାଜ ଜବତ ଉପରେ ଖୋଲାଖୋଲି ଭାବେ କଲା ମୁକାବିଲା

ଓ୍ବାଶିଂଟନ୍‌,୨୦।୪: ଇରାନ-ଆମେରିକା ବିବାଦର ସମାଧାନ ପାଇଁ ଇସଲାମାବାଦରେ ଆଲୋଚନା ଚାଲିଥିବାବେଳେ, ଇରାନ ନିଶ୍ଚିତ କରିଛି ଯେ ଆମେରିକା ଏହାର ଏକ ବାଣିଜ୍ୟ ଜାହାଜ, ଟୋସ୍କାକୁ ଜବତ କରିଛି।…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

ଗଛରେ ପିଟି ହୋଇ ବିମାନ ଦୁର୍ଘଟଣାଗ୍ରସ୍ତ

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁରର ରତନପହଲି ଜଙ୍ଗଲରେ ଏକ ଗଛରେ ପିଟି ହୋଇ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟ ସମୟରେ ଖୁରାସଗଡ଼ା ଗାଁ…

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୪: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri