Posted inଖେଳ

ରାହୁଲ ଦ୍ରାବିଡଙ୍କ ପରେ କାହାକୁ ମିଳିବ ମୁଖ୍ୟ ପ୍ରଶିକ୍ଷକର ଦାୟିତ୍ୱ, ଜାଣନ୍ତୁ ଏହି ଦୌଡରେ କିଏ ସାମିଲ

ନୂଆଦିଲ୍ଲୀ,୨୧।୭: ଭାରତୀୟ କ୍ରିକେଟ ଦଳ ଖୁବ୍‌ଶୀଘ୍ର ଏକ ନୂତନ ମୁଖ୍ୟ ପ୍ରଶିକ୍ଷକ ପାଇପାରେ। ବର୍ତ୍ତମାନର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡଙ୍କ ଚୁକ୍ତିନାମା ନଭେମ୍ବରରେ ଶେଷ ହେଉଛି ଏବଂ ୨୦୨୩ ବିଶ୍ୱକପ ପରେ ସେ ମୁଖ୍ୟ ପ୍ରଶିକ୍ଷକ ଭାବରେ କାର୍ଯ୍ୟ କରିବେ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ତେବେ ବିଶ୍ୱକପ ପର୍ଯ୍ୟନ୍ତ ବିସିସିଆଇ ଅପେକ୍ଷା କରିବ। ଦ୍ରାବିଡଙ୍କ ପରେ ବର୍ତ୍ତମାନର ଏନସିଏ ମୁଖ୍ୟ ବିବିଏସ ଲକ୍ଷ୍ମଣଙ୍କୁ ଏହି ଦାୟିତ୍ୱ ମିଳିପାରେ।

ବିସିସିଆଇର ଜଣେ ଅଧିକାରୀ ‘ଇନସାଇଡ ସ୍ପୋର୍ଟ’ ସହ କଥାବାର୍ତ୍ତା କରି କହିଛନ୍ତି ଯେ. ଯଦି ଭାରତ ବିଶ୍ୱକପ ଜିତେ ତେବେ ରାହୁଲ ଦ୍ରାବିଡ ତାଙ୍କ ଭବିଷ୍ୟତ ବିଷୟରେ ଚିନ୍ତା କରିବେ। ବିସିସିଆଇ ଅଧିକାରୀ କହିଛନ୍ତି, ଏହା ତାଙ୍କ ପାଇଁ ଏକ ପଥର ଯାତ୍ରା। ରାହୁଲ ଏକ ସ୍ଥିର ଜୀବନକୁ ପସନ୍ଦ କରନ୍ତି ଏବଂ ସେଥିପାଇଁ ସେ ପ୍ରଥମେ ଏହି କାମ କରିବାକୁ ଚାହୁଁନଥିଲେ। ତାଙ୍କ ପରିବାରକୁ ସମ୍ଭାଳିବା ସହ ଦଳ ସହିତ ବ୍ୟାକ ଟୁ ବ୍ୟାକ ଲମ୍ବା ଯାତ୍ରା କରିବାକୁ ପଡିଛି। ଯଦିଓ ଭାରତ ବିଶ୍ୱକପ ଜିତେ ତେବେ ସେ ତାଙ୍କ ଭବିଷ୍ୟତ ସ୍ଥିର କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

୭ବର୍ଷ ପରେ ଏକାଠି ହେଲେ ଦୁଇ ତାରକା

ମୁମ୍ବାଇ,୭।୬: ପୁଣି ଚର୍ଚ୍ଚାରେ ବଲିଉଡର ‘ଧକ-ଧକ ଗାର୍ଲ’ ମାଧୁରୀ ଦୀକ୍ଷିତ। ମାଧୁରୀ ଦୀକ୍ଷିତଙ୍କ ଫିଲ୍ମ ‘ମା-ବେହନ’ OTTରେ ରିଲିଜ ହୋଇଛି। ରିଲିଜ ଉପଲକ୍ଷେ ଶନିବାର ରାତିରେ ଏକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri