Posted inଜାତୀୟ

ବାସଭବନରେ ଦୀପ ଜଳାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧: ସୋମବାର ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ସମାପ୍ତ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାସଭବନରେ ଦୀପ ଜାଳିଛନ୍ତି। ଏଥିସହ ରାମଜ୍ୟୋତି ପ୍ରଜ୍ଜଳିତ କରି ନିଜ ଘରେ ରାମଲାଲାଙ୍କୁ ସ୍ବାଗତ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ନିବେଦନ କରିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ କହିଛନ୍ତି, ଆଜି ରାମଲାଲା ଅଯୋଧ୍ୟା ଧାମରେ ଥିବା ତାଙ୍କ ଭବ୍ୟ ମନ୍ଦିରରେ ବିରାଜମାନ କରିଛନ୍ତି। ଏହି ଶୁଭ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅନୁରୋଧ କରୁଛି ଯେ ରାମଜ୍ୟୋତିଙ୍କୁ ଆଲୋକିତ କରନ୍ତୁ ଏବଂ ତାଙ୍କୁ ଘରେ ମଧ୍ୟ ସ୍ବାଗତ କରନ୍ତୁ। ଏହି ସମୟରେ ଅଯୋଧ୍ୟାରେ ଦୀପୋତ୍ସବ ମଧ୍ୟ ପାଳନ କରାଯାଉଛି। ଏଠାରେ ଦୋକାନ ଏବଂ ଘର ବାହାରେ ଦୀପ ଜଳାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଇସ୍ରାଏଲ ଉପରେ ମିଶାଇଲ୍ ଆଟାକ୍ କଲା ଇରାନ, ତେହରାନ୍‌ ଆମେରିକା ସହ ଆଲୋଚନା ପାଇଁ ମନାକରିବାରୁ ପୁଣି ବଢ଼ିଲା ତେଲ ଦର

ତେହରାନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଆଲୋଚନା ଆରମ୍ଭ କରିବା ପାଇଁ ପ୍ରୟାସ ତୀବ୍ର ହୋଇଛି । ତଥାପି, ପରିସ୍ଥିତି ସ୍ୱାଭାବିକ…

ଇରାନ-ଆମେରିକା ଯୁଦ୍ଧରେ ପାକିସ୍ତାନର ମଧ୍ୟସ୍ଥତାକୁ ନେଇ ଖପ୍ପା ହେଲାଣି କଂଗ୍ରେସ

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଏଡାଇବା ପାଇଁ ଇରାନ ଏବଂ ଆମେରିକା ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଛନ୍ତି। ଆମେରିକାର ରାଷ୍ଟ୍ରପତି ଦାବି କରିଛନ୍ତି ଯେ ତିନୋଟି ଦେଶ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri