ରଣବୀରଙ୍କ ପରେ ଏବେ ଏହି ଅଭିନେତା ଆସିବେ ସଞ୍ଜୟ ଦତ୍ତଙ୍କ ଭୂମିକାରେ

ମୁମ୍ବାଇ: ‘ଲଭ ହଷ୍ଟେଲ’ରୁ ବଲିଉଡରେ ପାଦ ଦେଇଥିବାରୁ ‘ହିରୋପନି୍ଥ ୨’ରେ ତାରା ସୁତାରିଆଙ୍କ ପ୍ରେମିକ ଭୂମିକାରେ ନଜର ଆସିଥିବା ନବନିତ ମଲିକ କିଛି ଉଲ୍ଲେଖନୀୟ ପରିଯୋଜନାରେ ତାଙ୍କ ପ୍ରତିଭାର ପରିଚୟ ଦେଇଛନ୍ତି । ସେ କୁହନ୍ତି ମୋ ଭଳି ଜଣେ ନବାଗତଙ୍କୁ ସ୍ଥାପିତ କଳାକାରଙ୍କ ସହ କାମ କରିବାର ସୁଯୋଗ ମିଳିଥିବାରୁ ଏହା ଖୁବ୍ ପ୍ରେରଣାଦାୟୀ । ମୁଁ ଏଭଳି ଅଦ୍ଭୁତ ପରିଯୋଜନା ଉପରେ କାମ କରିବାରୁ ବହୁତ ଖୁସି ଅଛି ଓ ଏହାକୁ ନେଇ ଖୁବ୍ ଉତ୍ସାହିତ ରହିଛି ।
ନବନୀତ ଆହୁରି ମଧ୍ୟ କହିଛନ୍ତି ମୁଁ ପରଦା ଉପରେ ସଞ୍ଜୟ ଦତ୍ତଙ୍କ ଚରିତ୍ରରେ ଅଭିନୟ କରିବାର ସୁଯୋଗ ପାଇଥିବାରୁ ନିଜକୁ ଧନ୍ୟ ମନେ କରୁଛି । ସତରେ ଏଭଳି ଫିଳ୍ମ ପାଇଥିବାରୁ ମୁଁ ଖୁବ ଭାଗ୍ୟଶାଳୀ । କାରଣ ସମସ୍ତଙ୍କୁ ପ୍ରସିଦ୍ଧ ବଲିଉଡ କଳାକାରଙ୍କ ଜୀବନକୁ ଚିତ୍ରିତ କରିବାର ଅବସର ମିଳି ନ ଥାଏ । ଏହା ଶିଖିବାର ଏକ ଅଦ୍ଭୁତ ଅନୁଭବ ଓ ଏଥିପାଇଁ ମୁଁ ମୋର ସବୁ ଶ୍ରମକୁ ଲାଗାଇ ଦେଇଛି । ସଞ୍ଜୟ ଦତ୍ତଙ୍କ ଭଳି ମେଗା ଷ୍ଟାରଙ୍କ ଯୁବା ସଂସ୍କରଣ ଭୂମିକା ପ୍ଲେ କରିବା ଏକ ଅଦ୍ଭୁତ ଓ ଚ୍ୟାଲେଞ୍ଜର ସୁଯୋଗ । ରଣବୀର କପୁର ସଞ୍ଜୁରେ ବେଶ ଭଲ କାମ କରିଥିଲେ । ସେଥିପାଇଁ ମାନଦଣ୍ଡ ବହୁତ ଉପରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri