ରଶ୍ମିକା ମନ୍ଦାନାଙ୍କ ପରେ ଏବେ କାଜୋଲ ଡିପ୍‌ ଫେକର ଶିକାର, ଅଭିନେତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ

ମୁମ୍ବାଇ: ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଦାନା ତାଙ୍କର ଡିପ୍‌ଫେକ ଭିଡିଓ ଯୋଗୁ ଚର୍ଚ୍ଚାରେ ଥିଲେ। ରଶ୍ମିକାଙ୍କ ପରେ ବର୍ତ୍ତମାନ ବଲିଉଡ ଅଭିନେତ୍ରୀ କାଜୋଲ ଏଥିରେ ଶିକାର ହୋଇଛନ୍ତି। କାଜୋଲଙ୍କର ଏକ ଅଶ୍ଳୀଳ ଭିଡିଓ ସାମ୍ନାକୁ ଆସିଛି, ଯାହା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି।

ଭିଡିଓରେ ଡିପ୍‌ଫେକ ଟେକ୍ନୋଲୋଜି ବ୍ୟବହାର କରି ଅଭିନେତ୍ରୀଙ୍କୁ ଅଶ୍ଳୀଳ ଢଙ୍ଗରେ ଉପସ୍ଥାପିତ କରାଯାଇଛି। ଡିପ୍‌ଫେକରେ ଏଡିଟ ହୋଇଥିବା ଭିଡିଓରେ ଅଭିନେତ୍ରୀ ପୋଷାକ ବଦଳୁଥିବା ଦେଖିବାକୁ ମିଳିଛି। କାଜୋଲଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ ପ୍ରଶଂସକମାନେ ଏହି ଭିଡିଓରେ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବାରାତ୍ରି

ଭାରତ ନେତୃତ୍ୱରେ ସାରା ବିଶ୍ୱରେ ପାଳିତ ଯୋଗଦିବସରେ ଶହଶହ ଯୋଗୀ ଓ ଯୋଗିନୀ ବିଭିନ୍ନ ଆସନ, ପ୍ରାଣାୟାମ ଇତ୍ୟାଦି ପତଞ୍ଜଳିକୃତ ଯୋଗମାର୍ଗ ପ୍ରଦର୍ଶନ କରନ୍ତି । ଯୋଗ କଲେ…

ସବୁଜ ଶକ୍ତି ଓ ନିଯୁକ୍ତି ସୁଯୋଗ

ଶ୍ୱତାପନ ଓ ଜଳବାୟୁ ପରିବର୍ତ୍ତନ ପରି ଗମ୍ଭୀର ପରିବେଶ ସମସ୍ୟାର ପ୍ରଚ୍ଛଦରେ ରହିଛି ଶକ୍ତି ଉତ୍ପାଦନର ପ୍ରମୁଖ ଉତ୍ସ କୋଇଲା, ପେଟ୍ରୋଲିୟମ ତୈଳ ଏବଂ ପ୍ରାକୃତିକ ଗ୍ୟାସ…

ପକ୍ଷପାତ ବିଚାର

ଆପଣ ଯଦି ଜଣେ ସାଧାରଣ ବ୍ୟକ୍ତି, ତେବେ ଯେକୌଣସି ଦଳକୁ ସମର୍ଥନ କରିପାରିବେ ଏବଂ ଭୋଟ ଦେଇପାରିବେ। ଡିଏମ୍‌କେ, ଏଡିଏମ୍‌କେ, ଟିଡିପି, ଏନ୍‌ସିପି, ପିଡିପି, ଟିଏମ୍‌ସି, ଆଇଏନ୍‌ସି,…

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣା: ବ୍ୟବଚ୍ଛେଦ ରିପୋର୍ଟକୁ ବିରୋଧ କରି ଧାରଣା ଦେବା ପରେ…

ଦାରିଙ୍ଗବାଡ଼ି,୩ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡ଼ି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମ ବଲାମାହା ଜଙ୍ଗଲ ଡବାଡ଼ଙ୍ଗା ଗଛରେ ଗତ ସୋମବାର ଉଜ୍ଜ୍ବଳ ସିଂ ଦିଗାଲଙ୍କ ଝୁଲନ୍ତା…

ରାଜସ୍ଥାନ ବିଶ୍ୱବିଦ୍ୟାଳୟରେ ଗୁଣ୍ଡୁଚିମୂଷା ଆତଙ୍କ

ଜୟପୁର,୩ା୫: ରାଜସ୍ଥାନର ଏକ ବିଶ୍ୱବିଦ୍ୟାଳୟକୁ ଗୋଟିଏ ଗୁଣ୍ଡୁଚିମୂଷା ଆତଙ୍କିତ କରି ରଖିଛି। ଉକ୍ତ ଗୁଣ୍ଡୁଚିମୂଷା ଇତିମଧ୍ୟରେ ୨୦ ଜଣଙ୍କୁ କାମୁଡ଼ିଲାଣି। ଏହାକୁ ଧରିବା ପାଇଁ ପ୍ରାଣୀ ସହାୟତା…

ମୁଁ ବହୁତ ଚିନ୍ତାରେ ଅଛି…ଏମିତି କିଛି ଶେଷ ଶବ୍ଦ ସହ ମୃତ୍ୟୁକୁ ବାଛିନେଲେ ବିଚାରପତି ଅମନ…

ନୂଆଦିଲ୍ଲୀ,୨ା୫: ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ଅଞ୍ଚଳରେ ଜଣେ ୩୦ ବର୍ଷୀୟ ବିଚାରପତି ତାଙ୍କ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅମନ କୁମାର ଶର୍ମା ନାମକ ଉକ୍ତ…

ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା

ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା…

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri