ସହାୟତା ପହଞ୍ଚିବାର ଗୋଟିଏ ଦିନ ପରେ ବୋମାବାଡ ତୀବ୍ର କଲା ଇସ୍ରାଏଲ, ମସଜିଦରେ ଏୟାର ଷ୍ଟ୍ରାଇକ୍‌

ଗାଜା,୨୨।୧୦: ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଅତି ଭୟଙ୍କର ରୂପ ଧାରଣ କରୁଛି। ଏହାରି ଭିତରେ ଇସ୍ରାଏଲର ସେନ୍ୟବାହିନୀ ଗାଜା ଉପରେ ଆକ୍ରମଣ ଜାରି ରଖିବେ ବୋଲି ସୂଚନା ଦେଇଛନ୍ତି। ଶନିବାର ଇଜିପ୍ଟ ସୀମାନ୍ତ ରାଫାହ ପଏଣ୍ଟ ଦେଇ ଗାଜା ଷ୍ଟ୍ରିପ୍‌କୁ ସହାୟତା ପାଇଁ ଅତ୍ୟାବଶ୍ୟକ ସାମଗ୍ରୀ ନେଇ ଟ୍ରକ୍‌ଗୁଡ଼ିକ ପ୍ରବେଶ କରିଛି। ୨.୪ନିୟୁତ ବାସିନ୍ଦାଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨୦ଟି ଟ୍ରକରେ ଜରୁରୀକାଳୀନ ସେବା ପଠାଯାଇଛି। ଯାହାକୁ ନେଇ ଜନସାଧାରଣଙ୍କ ଠାରେ ଅସନ୍ତୋଷ ଦେଖାଦେଇଛି। କାରଣ ଆବଶ୍ୟକୀୟ ଜିନିଷ ପାଇବାକୁ ଥିବ ଲୋକଙ୍କୁ ଦେଖିଲେ ସହାୟତା ଦ୍ରବ୍ୟ କିଛି ବି ନୁହେଁ।

ସହାୟତା ପହଞ୍ଚିବାର ଗୋଟିଏ ଦିନ ନ ଯାଉଣୁ ରବିବାର ଓ୍ବେଷ୍ଟ ବ୍ୟାଙ୍କ ଜେନିନର ଏକ ମସଜିଦ ଉପରେ ଇସ୍ରାଏଲ ଯବାନ ଏୟାର ଷ୍ଟ୍ରାଇକ କରିଛନ୍ତି। ଏଥିସହ ଆତଙ୍କବାଦୀମାନଙ୍କ ଅପରେଟିଭ ଆଡ୍ଡା ଉପରେ ଯବାନମାନେ ଟାର୍ଗେଟ କରିଛନ୍ତି। ଯବାନମାନଙ୍କ ଅନୁସାରେ ହମାସ-ଇସଲାମିକ ଜିହାଦ ଗ୍ରୁପ୍‌ ଏହି ଆଡ୍ଡାରେ ରହି ଆକ୍ରମଣ ଯୋଜନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

ପାସପୋର୍ଟ ବିବାଦକୁ ନେଇ ଗର୍ଜିଲା କଂଗ୍ରେସ, ଗୋଗୋଇ ସରକାରଙ୍କ ଉପରେ ଉଠାଇଲେ ପ୍ରଶ୍ନ, ଖୁର୍ସିଦ କହିଲେ…

ନୂଆଦିଲ୍ଲୀ,୨୫।୬: ପାସପୋର୍ଟକୁ ନାଗରିକତାର ପ୍ରମାଣ ଭାବରେ ବିବେଚନା ନ କରାଯିବା ପ୍ରସଙ୍ଗରେ କଂଗ୍ରେସ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି। କଂଗ୍ରେସ ନେତା ଗୌରବ ଗୋଗୋଇ ଏହି ପ୍ରସଙ୍ଗରେ…

ହାଇକୋର୍ଟଙ୍କ ବଡ଼ ରାୟ; ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି, ମନୋମାଳିନ୍ୟ…

କଟକ,୨୫।୬(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି କହିଛନ୍ତି ଯେ ‘ ପତ୍ନୀ ସ୍ଵାମୀଙ୍କ ସମ୍ପତ୍ତି ନୁହନ୍ତି’। ବୈବାହିକ ମନୋମାଳିନ୍ୟ ଯୋଗୁ ଘର…

NCERT ଆଣିଲା ବଡ଼ ପରିବର୍ତ୍ତନ, ୯ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପଢ଼ାଯିବ ଜରୁରୀକାଳୀନ ପରିସ୍ଥିତି ବିଷୟରେ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଗଣତନ୍ତ୍ରର ଏକ ଅନ୍ଧକାର ଅଧ୍ୟାୟ – ଏବେ ସ୍କୁଲଗୁଡ଼ିକରେ ୯ମ ଶ୍ରେଣୀରୁ ପଢ଼ାଯିବ। ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୯ମ…

ଭାଜପାର ମିଶନ ୨୦୨୭ ପାଇଁ ଟିମ୍‌ ପ୍ରସ୍ତୁତ

ଲକ୍ଷ୍ନୌ,୨୫।୬: ଭାରତୀୟ ଜନତା ପାର୍ଟି (ଭାଜପା)ର ଉତ୍ତର ପ୍ରଦେଶ ୟୁନିଟ ପାଇଁ ନୂତନ ଦଳ ଘୋଷଣା କରାଯାଇଛି। ୟୁପି ଭାଜପା ସଭାପତି ପଙ୍କଜ ଚୌଧୁରୀ ତାଙ୍କ ଦଳରେ…

ଉଠା ଜଳସେଚନ ପ୍ରକଳ୍ପ ଅଚଳ, ବିଦ୍ୟୁତ ସଂଯୋଗ ଦାବି ନେଇ ଚାଷୀ…

ବୁଗୁଡ଼ା,୨୫ା୬(କାଳିଚରଣ ଦାଶ): ସରକାର କୃଷି ଓ କୃଷକର କଲ୍ୟାଣ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରି ଚାଷୀମାନଙ୍କୁ ବର୍ଷସାରା ଜଳସେଚନ ସୁବିଧା ଯୋଗାଇବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri