ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଆକ୍ରାନ୍ତ ଦମ୍ପତି

ଗଞ୍ଜାମ,୨୬ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳିଜଗନ୍ନାଥପୁର ଗ୍ରାମର ସ୍ତ୍ରୀ ସ୍ବାମୀ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇ ଶିତଳାପଲ୍ଲୀ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ବର୍ତ୍ତମାନ ଏହି ଦମ୍ପତି ସୁସ୍ଥ ହୋଇ ଘରକୁ ଫେରିଥିବା କାଇଁଚପୁର ପଞ୍ଚାୟତ ସରପଞ୍ଚ ଜି.ସନ୍ତୋଷ ରେଡ୍ଡୀ ସୂଚନା ଦେଇଛନ୍ତି l ଅନ୍ୟପକ୍ଷରେ ଉକ୍ତ ପଞ୍ଚାୟତରେ ଏଯାବତ୍‌ ଆଉ କୌଣସି ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇ ନ ଥିବା ସେ କହିଛନ୍ତି l ସେହିପରି ଉକ୍ତ ପଞ୍ଚାୟତର କଲ୍ୟାଣପୁର ଗ୍ରାମର ମଧ୍ୟ ଜଣେ ବୃଦ୍ଧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ମନ୍ଦିରରେ ବିଗ୍ରହ ପ୍ରତିଷ୍ଠା ହେବ

ଭଞ୍ଜନଗର,୨୮।୫(ଡି.ଏନ.ଏ)- ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭଞ୍ଜନଗର ବେଲେଶ୍ୱେର ଶୈବପୀଠରେ ଆଜକୁ ୪ଦିନ ହେବ ୭ ମନ୍ଦିର ପ୍ରତିଷ୍ଠା ଉସତ୍ବ ଚାଲିଛି। ବୁଧବାର ଉଦ୍‌ଯାପିତ ହେବ। ବୁଧବାର...

ଶିଥିଳ ହେଉଛି ପୃଥିବୀର ଚୁମ୍ବକୀୟ କ୍ଷେତ୍ର

ନୂଆଦିଲ୍ଲୀ: କରୋନା ଭାଇରସ୍‌ ସହ ସାରା ବିଶ୍ୱ ଲଢୁଥିବାବେଳେ ଏବେ ଏକ ନୂଆ ସଙ୍କଟର ପଦଧ୍ୱନି ଶୁଣିବାକୁ ମିଳିଛି। ସବୁଜ ଗ୍ରହ ପୃଥିବୀର ଚୁମ୍ବକୀୟ କ୍ଷେତ୍ର...

ଜିଲାପାଳଙ୍କୁ ଆୟୁଷ ଡାକ୍ତର ସଂଘର ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୨୩ା୫(ଡି.ଏନ.ଏ)-ଗଞ୍ଜାମ ଜିଲା ଆୟୁଷ ଡାକ୍ତର ସଂଘ ପକ୍ଷରୁ ବିଭନ୍ନ ଦାବି ନେଇ ଶୁକ୍ରବାର ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସେଥିରେ ଦର୍ଶାଯାଇଛି ଯେ, ଆୟୁଷ...

କୋଲ୍‌ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶକୁ ବିରୋଧ: ୨୪ରେ ବନ୍ଦ ଡାକରା

ଝାରସୁଗୁଡା ଅଫିସ/ଲଖନପୁର,୨୩।୧୯(ଡି.ଏନ୍‌.ଏ.): କେନ୍ଦ୍ର ସରକାର କୋଲ ଇଣ୍ଡିଆରେ ବିଦେଶୀ ପୁଞ୍ଜିନିବେଶ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ଟ୍ରେଡ୍‌ ଯୁନିୟନ ବିରୋଧ କରିଆସୁଛନ୍ତି। ଏହି ପରିପ୍ରେକ୍ଷୀରେ...

କରୋନା ଭୟ: ବିମାନରେ ଯାତ୍ରୀ ଛିଙ୍କିବାରୁ ଝରକା ଦେଇ ଓହ୍ଲାଇଲେ ପାଇଲଟ

କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ଲୋକଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଯଦି କେହି ଛିଙ୍କୁଛନ୍ତି ତେବେ...

ହାଇକୋର୍ଟରେ ପ୍ରବାସୀଙ୍କ ପଞ୍ଜୀକରଣ ମାମଲା: ଆଧାର କାର୍ଡ ଜରୁରୀ ନୁହେଁ

କଟକ ଅଫିସ୍‌,୧୫।୫: ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଫେରିବା ପାଇଁ ପ୍ରବାସୀଙ୍କୁ ସରକାରଙ୍କ ୱେବ୍‌ସାଇଟ୍‌ରେ ପଞ୍ଜୀକରଣ କରିବାକୁ ପଡ଼ୁଛି। ତେବେ ଏହି ପଞ୍ଜୀକରଣ ପାଇଁ ଆଧାର କାର୍ଡ...

ସୋନପୁରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ସୋନପୁର,୧୫।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ କରୋନା ପ୍ରତିରୋଧ ପାଇଁ ପ୍ରଥମ ପର୍ଯ୍ୟାୟରେ ସୋନପୁର ସରକାରୀ ଆଇଟିଆଇକୁ ଅସ୍ଥାୟୀଭାବେ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ବୁଧବାରଠାରୁ ବିଧିବଦ୍ଧ...

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ : ପାସ୍‌ ହାର ୯୨.୨୧%

କେନ୍ଦୁଝର, ୨ା୬(ସ୍ବ.ପ୍ର.)-ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି ା ପାସ ହାର ରହିଛି ୯୨.୨୧% ରହିଥିବା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *