‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍‌ ଆକ୍ରାନ୍ତ’

ଭୁବନେଶ୍ୱର,୧୬।୬: କୋଭିଡ ସଂକ୍ରମଣରୁ ନେଗେଟିଭ୍‌ ହେଲାପରେ ମଧ୍ୟ ଲୋକଙ୍କ ଠାରେ ବିଭିନ୍ନ ଲକ୍ଷଣ ଦେଖାଦେଉଛି। ଲୋକେ ଦୀର୍ଘ ମିଆଦି କୋଭିଡ୍‌ ସମସ୍ୟାରେ ପୀଡିତ ହେଉଛନ୍ତି । ଏନେଇ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୋଭିଡ ସଚେତନତା କାର୍ଯ୍ୟକ୍ରମରେ ବୁଧବାର କଟକ ଏସ୍‌ବି ମେଡିକାଲର ପ୍ରଫେସର ଜୟନ୍ତ ପଣ୍ଡା ଏହି ସୂଚନା ଦେଇଛନ୍ତି। କୋଭିଡ ପରେ ଲୋକଙ୍କଠାରେ ଶ୍ୱାସନଳୀ ସମସ୍ୟା ଦେଖାଦେଉଛି। ଚିଡିଚିଡା ହେବା ଭୋକ ନ ହେବା, ଛାତି ଧଡଧଡ ଲକ୍ଷଣ ଦେଖାଯାଉଛି। ଏହି ସବୁ ବୟସ୍କ ମହିଳା, ଏବଂ ଜଟିଳ ରୋଗୀରେ ପୀଡିତଙ୍କ ନିକଟରେ ଦେଖାଯାଉଛି । ଶିଶୁମାନଙ୍କ ଠାରେ ଦୀର୍ଘ ମିଆଦି କୋଭିଡ ସମସ୍ୟା କମ୍‌ ଦେଖାଯାଏ । ଜଣେ ଉପଯୁକ୍ତ ଚିକିତ୍ସାରେ ରହିଲେ, ଏଥିରୁ ମୁକ୍ତି ପାଇପାରିବେ। ମାତ୍ର ଦୀର୍ଘ ମିଆଦି କୋଭିଡ ରୋଗୀ ଅଧିକ ସଂକ୍ରାମକ ନୁହେଁ ବୋଲି ପ୍ରଫେସର ପଣ୍ଡା କହିଛନ୍ତି।

କାର୍ଯ୍ୟକ୍ରମରେ ପ୍ରଫେସର ତଥା ରାଜ୍ୟ ସରକାରଙ୍କ ବିଶେଷଜ୍ଞ ଡାକ୍ତର ବାନାମ୍ବର ରାୟ ଉପସ୍ଥିତ ରହି ଏକ୍‌ମୋ ଏବଂ ଭେଣ୍ଟିଲେଟର ଚିକିତ୍ସାର ପାର୍ଥକ୍ୟ ସମ୍ପର୍କରେ କହିଥିଲେ। ଶରୀର ଭିତରେ ଫୁସ୍‌ଫୁସ୍‌ ଦୂଷିତ ରକ୍ତକୁ ପରିଷ୍କାର କରିଥାଏ, ଠିକ୍‌ ସେହିପରି ଶରୀର ବାହାରେ ଏକମୋ ମେଶିନ ଏହି କାମ କରିଥାଏ। ହେଲେ ନିଶ୍ୱାସ ଜନିତ ସମସ୍ୟା ଥିଲେ ଭେଣ୍ଟିଲେଟର ସାହାଯ୍ୟ ନିଆଯାଏ। ଇକ୍‌ମୋ ଲଗାଇଦେଲେ ସମସ୍ତେ ବଞ୍ଚିବେ ତାହା କହିପାରିବା ନାହି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମାର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬) ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri