ଆଉ ଫିଲ୍ମ କରିବେନି ସାଉଥ ସୁପରଷ୍ଟାର ପ୍ରଭାସ! ଅଭିନୟରୁ ନେଲେ ବ୍ରେକ୍‌

ମୁମ୍ବାଇ: ସାଉଥ ସୁପରଷ୍ଟାର ପ୍ରଭାସଙ୍କ ୨୦୨୩ରେ ସବୁଠାରୁ ବ୍ଲକବଷ୍ଟର ଫିଲ୍ମ ଥିଲା ‘ସାଲାର ପାର୍ଟ-୧’। ଏହି ଫିଲ୍ମ ବକ୍ସ ଅଫିସରେ ରେକର୍ଡ ପରେ ରେକର୍ଡ ଭାଙ୍ଗିଥିଲା । ଚଳିତ ବର୍ଷ ଆହୁରି ସୁପରହିଟ୍‌ ଫିଲ୍ମ ପ୍ରଭାସ ଭେଟି ଦିଅନ୍ତୁ ବୋଲି ଦର୍ଶକ ଚାହିଁ ରହିଛନ୍ତି। ହେଲେ ନିକଟରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି।
ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ପ୍ରଭାସ ଅଭିନୟରୁ ବିରତି ନେଇଛନ୍ତି। ଏହି ଖବର ତାଙ୍କ ପ୍ରଶଂସକଙ୍କ ହୃଦୟ ଭାଙ୍ଗି ଦେଇଛି। ‘ବାହୁବଳୀ ୨’ର ସଫଳତାର ୬ବର୍ଷପରେ ପ୍ରଭାସ ‘ସାଲାର ପାର୍ଟ-୧’ରେ ଦମଦାର ଅଭିନୟ କରିଥିଲେ। ବର୍ତ୍ତମାନ ପ୍ରଶଂସକଙ୍କ ତାଙ୍କ ପରବର୍ତ୍ତୀ ଫିଲ୍ମ ‘କଲକୀ 2898 AD’ ଅପେକ୍ଷା କରିଛନ୍ତି। କିନ୍ତୁ ଏହା ପୂର୍ବରୁ ପ୍ରଭାସ ଇଣ୍ଡଷ୍ଟ୍ରିରୁ ଦୂରରେ ଯିବାକୁ ନିଷ୍ପତ୍ତି ନେଇଛନ୍ତି।

ପ୍ରଭାସ ତାଙ୍କ ମନକୁ ସତେଜ ରଖିବା ଏବଂ ସାସ୍ଥ୍ୟ ପାଇଁ ଏହି ପଦକ୍ଷେପ ନେଇଥିବା ଜଣାପଡିଛିି। ତାଙ୍କ କ୍ୟାରିଅର୍‌ ଉପରେ କିଛି ଧ୍ୟାନ ଦେବା ସହ ଜୀବନକୁ ବୁଷ୍ଟ କରିବା ପାଇଁ ସେ ଅଭିନୟରୁ ବିରତି ନେଇଛନ୍ତି। ଯାହାଫଳରେ ସେ ତାଙ୍କ ଅଭିନୟ କ୍ୟାରିୟରକୁ ଏକ ନୂତନ ଢଙ୍ଗରେ ଆଗକୁ ବଢାଇପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri