ସନାତନଙ୍କ ନିଲମ୍ବନ ପରେ କେନ୍ଦୁଝରରେ ବଢ଼ିଲା…

କେନ୍ଦୁଝର,୧୫ା୧(ଦୀପକ ମିଶ୍ର): କେନ୍ଦୁଝର ଜିଲା ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ଦଳରୁ ନିଲମ୍ବନ କରିଛନ୍ତି। ଖବର ପ୍ରଚାର ପରେ ଜିଲାରେ ରାଜନୈତିକ ପାଣିପାଗ ଉଷ୍ମ ହୋଇଛି।

କେନ୍ଦୁଝରରେ ମକର ସଂକ୍ରାନ୍ତି ସମୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସମୟରେ ସନାତନ ମହାକୁଡ଼ ବିଜେଡି ସରକାର ସମୟରେ ଜିଲାକୁ ଅବହେଳା କରାଯାଇଛି ବୋଲି ଗଣମାଧ୍ୟମ ଆଗରେ ପ୍ରକାଶ କରିଥିଲେ। ଏଥିସହ ବିଜେଡି ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରୁ ଦୁରତା ଅବଲମ୍ବନ କରୁଥିଲେ। ପ୍ରତ୍ୟକ୍ଷଭାବେ ସେ ଜିଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସମର୍ଥନ କରୁଥିବା ମଧ୍ୟ ବିଭିନ୍ନ ସମୟରେ ଗଣମାଧ୍ୟମ ଆଗରେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ଡକାୟତି ଲାଗି କରିଥିଲେ ଯୋଜନା, ପଣ୍ଡ କରିଦେଲା ଅଡ଼ବା ପୋଲିସ, ୭ ଅପରାଧୀଙ୍କୁ…

ମୋହନା,୧୫ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସ ଗୁରୁବାର ମଧ୍ୟାହ୍ନରେ ଅପରାଧୀମାନଙ୍କ ଏକ ବଡଧରଣର ଡକାୟତି ଉଦ୍ୟମକୁ ପଣ୍ଡ କରିଦେଇଛି। ଏଥିରେ ସମ୍ପୃକ୍ତ ୭ଜଣଙ୍କୁ...

ଗଞ୍ଜେଇ ବେପାର କରୁଥିଲେ, ମାଡ଼ିବସିଲା ଆନନ୍ଦପୁର ଅବକାରୀ ବିଭାଗ

ଆନନ୍ଦପୁର,୧୫ା୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଛି। ଘଟଣାରେ...

ପାଣି ପାଇଁ ଘଷିପୁରା ବିଡିଓଙ୍କୁ ଘେରିଲେ ମହିଳା

ଆନନ୍ଦପୁର,୧୫ା୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଗୋହିରା ପଞ୍ଚାୟତ ଭୋଳନୁଆଗାଁ ହରିଜନ ସାହିରେ ମାଘ ମାସରେ ଜଳ ସଙ୍କଟ ଦେଖାଦେଇଛି। ପାଣି ମୁନ୍ଧେ...

ହୋମଗାର୍ଡ ନିଯୁକ୍ତିରେ ଘୋଟାଲା ଅଭିଯୋଗ: ହାଇକୋର୍ଟଙ୍କ ନୋଟିସ୍

କଟକ,୧୫ା୧: ରାଜ୍ୟର ବିଭିନ୍ନ ଜିଲାରେ ହୋମଗାର୍ଡ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଅନେକ ଜିଲାରୁ ନିଯୁକ୍ତିରେ ଅନିୟମିତତା ଖବର ଆସିବାରେ ଲାଗିଛି। ଏହାରି ମଧ୍ୟରେ ନବରଙ୍ଗପୁର...

ଆକ୍ସନ ମୁଡ୍‌ରେ ନବୀନ: ସସ୍‌ପେଣ୍ଡକୁ ନେଇ ଏମିତି ପ୍ରତିକ୍ରିୟା ରଖିଲେ ଅରବିନ୍ଦ-ସନାତନ; ଏତିକିରେ… 

ଭୁବନେଶ୍ୱର,୧୫।୧: ଆକ୍ସନ ମୋଡ଼ରେ ନବୀନ। ଦଳ ବିରୋଧି କାର୍ଯ୍ୟ ଲାଗି ବିଜେଡିରୁ ୨ ବିଧାୟକ ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ କରାଯାଇଛି। ଭଲ...

ଖେଳପ୍ରେମୀଙ୍କ ପାଇଁ ଫିଫାର ବଡ଼ ସୂଚନା

ଫ୍ଲୋରିଡ଼ା,୧୫ା୧: ଚଳିତ ବର୍ଷ ହେବାକୁଥିବା ପୁରୁଷ ଫୁଟ୍‌ବଲ ବିଶ୍ୱକପ୍‌ ପାଇଁ ୫୦୦ ନିୟୁତରୁ ଊର୍ଦ୍ଧ୍ୱ ଟିକେଟ ଲାଗି ଅନୁରୋଧ ଆସିଥିବା ଫିଫା ବୁଧବାର ପ୍ରକାଶ କରିଛି।...

ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସହରର ସମସ୍ତ ସ୍କୁଲ, କଲେଜ ବନ୍ଦ

ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରେ ଗୁରୁବାର ଘଟିଥିବା ଗୋଷ୍ଠୀ ସଂଘର୍ଷ ପରେ ସ୍ଥିତି ଗମ୍ଭୀର ରହିଛି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ...

ଭୀଷ୍ମଗିରି କଲେଜ ଜାତୀୟ ସେବା ଶିବିର: ସମାଜକୁ ସେବାର ମହନୀୟତା ସମ୍ପର୍କରେ…

ଦିଗପହଣ୍ଡି,୧୫ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ଜାତୀୟ ସେବା ଶିବିର ୟୁନିଟ ପକ୍ଷରୁ ସହଦେବ ଟିକରପଡ଼ା ଗ୍ରାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri