Posted inଜାତୀୟ

‘ଦ କଶ୍ମୀର ଫାଇଲ୍ସ’ ଦେଖିବା ପରେ ବଦଳା ଗଲା ସ୍କୁଲ୍‌ର ନାଁ

ନୂଆଦିଲ୍ଲୀ,୨୮।୩: ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ରିଲିଜ ହେବା ପରଠୁ ଚର୍ଚ୍ଚାରେ ରହିଛି। ଏହାକୁ ନେଇ ଲଗାତାର ଦର୍ଶକ ପ୍ରତିକ୍ରିୟା ମଧ୍ୟ ଦେଉଛନ୍ତି। କେବଳ ସେତିକି ନୁହେଁ ଉତ୍ତର ଦିଲ୍ଲୀର ନଗରପାଳିକା ସ୍କୁଲର ନାମକୁ ବଦଳା ଯାଇ କଶ୍ମୀର ପଣ୍ଡିତ ନେତା ଟୀକାଲାଲ ଟପଲୁଙ୍କ ନାଁରେ ରଖାଯାଇଛି । ଯାହାଙ୍କ ୩୩ବର୍ଷ ପୂର୍ବରୁ ଶ୍ରୀନଗରରେ ମୃତ୍ୟୁ ହୋଇଥିଲା।

ଉତ୍ତର ଦିଲ୍ଲୀର ନଗରନିଗମ(ଏନଡିଏମସି)ଙ୍କ ତରଫରୁ ରବିବାର ଦିନ ଗୋଟିଏ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ଯୋଗ ଦେଇଥିଲେ । ଏନଡିଏମସିର ଅଧ୍ୟକ୍ଷ ଡାକ୍ତର ଆଲୋକ ଶର୍ମା କହିଛନ୍ତି ଯେ, ଏନଡିଏମସି ପ୍ରାଇମେରୀ ସ୍କୁଲ’ର ନାମ ବଦଳାଇ ଟିକାଲାଲ ଟପଲୁ କରି ଦିଆଯାଇଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ, କଶ୍ମୀର ପଣ୍ଡିତ ନେତା ଟୀକାଲାଲ ଟପଲୁଙ୍କ ନାଁରେ ସ୍କୁଲ ରଖିବାର ପ୍ରସ୍ତାବ ମେୟରଙ୍କୁ ଦେଇଥିଲେ ଯାହାକୁ ପରେ ଅନୁମତି ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ଛାଡିଥିବା ଏମ୍‌ପିଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ଆପ୍‌ର ବଡ଼ ଉଦ୍ୟମ

ନୂଆଦିଲ୍ଲୀ,୨୬ା୪: ବରିଷ୍ଠ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତା ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ାଙ୍କ ସମେତ ୭ ଜଣ ଏମ୍‌ପି ଦଳ ଛାଡ଼ି ଭାଜପାରେ ଯୋଗ…

ଚେନ୍ନାଇକୁ ହରାଇଲା ଗୁଜରାଟ

ଚେନ୍ନାଇ,୨୬ା୪: ସାଇ ସୁଦର୍ଶନଙ୍କ ଅର୍ଦ୍ଧଶତକ ବଳରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ (ଜିଟି) ୮ ଉଇକେଟରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)କୁ ପରାସ୍ତ କରିଛି।…

ଭଞ୍ଜନଗର ଠାକୁରାଣୀ ଯାତ୍ରା ଆରମ୍ଭ, ସହର ଉତ୍ସବମୁଖର

ଭଞ୍ଜନଗର,୨୬।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ରବିବାର ଆରମ୍ଭ ହୋଇଯାଇଛି। ଯାତ୍ରାକୁ ଦେଖିବା ପାଇଁ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା। ଆତସବାଜି ଏବଂ…

ଜନଗଣନା କର୍ମଚାରୀଙ୍କୁ ମାଡ଼: ଧରାପଡ଼ିଲେ ୨ ଅଭିଯୁକ୍ତ

ପଟ୍ଟାଙ୍ଗି,୨୬ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଓଡ଼ିଶା ପକ୍ଷରୁ ଜନଗଣନା କରୁଥିବା କର୍ମଚାରୀଙ୍କ ମାଡ଼ ମାରିବା ଅଭିଯୋଗରେ ସେମ୍ୱି ଗ୍ରାମର…

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ…

୮ ଦିନର ସଂଘର୍ଷ ପରେ ହାରିଗଲେ ଶୁଭଶ୍ରୀ

ଥୁଆମୂଳ ରାମପୁର, ୨୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଶ୍ରୀମସ୍କା ଛକଠାରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ…

ଟ୍ରମ୍ପଙ୍କ ଡିନରରେ ଗୁଳି ଚଳାଇଥିବା ଆକ୍ରମଣକାରୀଙ୍କ ଆସିଲା ଶିକ୍ଷାଗତ ଯୋଗ୍ୟତା, ଜାଣନ୍ତୁ…

ଓ୍ୱାଶିଂଟନ,୨୬ା୪: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଆୟୋଜିତ ପ୍ରତିଷ୍ଠିତ ‘ହ୍ୱାଇଟ ହାଉସ କରେସପଣ୍ଡେଣ୍ଟସ ଡିନର’ କାର୍ଯ୍ୟକ୍ରମରେ ଗୁଳିକାଣ୍ଡ ଘଟିଥିଲା। କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri