Advertisement

ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା ପ୍ରକାଶିତ: ସୁଶ୍ରୀ ସୁଭସ୍ମିତା ବେଷ୍ଟ ଗ୍ରାଜୁଏଟ୍‌

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ବହୁ ବାଦବିବାଦ ପରେ ଶେଷରେ ପ୍ରକାଶ ପାଇଲା ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ୟୁଜି ଓ ପିଜି ବର୍ଗର ଟପ୍ପର ତାଲିକା ପ୍ରକାଶ ପାଇଛି।
ୟୁଜିରେ ଶୁଭସ୍ମିତା ନାୟକ ବେଷ୍ଟ ଗ୍ରାଜୁଏଟ୍‌ ହୋଇଛନ୍ତି। ଅକ୍ଟୋବର ୩୦ରେ ୟୁଜି ଓ ପିଜି ରେଜଲ୍ଟ ପ୍ରକାଶ ପାଇଥିଲା। ଟପ୍ପର ତାଲିକା ପ୍ରକାଶ ପାଇ ନ ଥିବାରୁ ଛାତ୍ର ସଂଗଠନ ଏହାର ଦୃଢ଼ ପ୍ରତିବାଦ କରିଥିଲେ। ଶେଷରେ ବାଧ୍ୟ ହୋଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍‌ ଆଇଡଲ୍‌ ୧୧ରେ ଓଡିଆ ଝିଅ ଚେଲ୍‌ସି

ଭୁବନେଶ୍ୱର:ପୁଣି ଜାତୀୟସ୍ତରୀୟ ରିଆଲିଟି ଶୋ’ରେ ଆସିବେ ଓଡ଼ିଆ ଝିଅ ଚେଲ୍‌ସି ବେଉରା। ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ୍‌ ଆଇଡଲ୍‌-୧୧ରେ ଚେଲ୍‌ସି ଭାଗ ନେଇଛନ୍ତି। ଏହି...

ବଦଳିଗଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ

ସମ୍ବଲପୁର,୧୨ା୯(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷା ଓ ହୀରାକୁଦ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ଯୋଗୁ ସମ୍ବଲପୁର ଜିଲା ପ୍ରଭାବିତ ହୋଇଥିଲା। ତଳିଆ ଅଞ୍ଚଳରେ ପାଣି ପଶିବା ସହ...

ଚିକିତ୍ସା ସେବା ବଡ଼ ଚ୍ୟାଲେଞ୍ଜ: ତୃତୀୟ ଲହରରେ ଶିଶୁ ଚିନ୍ତା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ସାରା ଦେଶରେ ଏବେ ଦ୍ୱିତୀୟ ଲହର କାୟା ବିସ୍ତାର କରୁଥିବାବେଳେ ତୃତୀୟ ଲହରକୁ ନେଇ ଚିନ୍ତା ବଢ଼ିଲାଣି। ତୃତୀୟ ଲହରରେ ପିଲାମାନେ ଅଧିକ ସଂକ୍ରମିତ...

ଶପଥ ନେଲେ ବିଚାରପତି ସଞ୍ଜୀବ ପାଣିଗ୍ରାହୀ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ସୋମବାର ଅପରାହ୍ନରେ ଶପଥ ଗ୍ରହଣ କରିଛନ୍ତି ସଞ୍ଜୀବ କୁମାର ପାଣିଗ୍ରାହୀ। ହାଇକୋର୍ଟ ପୁରୁଣା କୋଠାର ନୂତନ...

କଟକରୁ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୮।୮-କଟକ ସହରରୁୁ ଶନିବାର ପୁଣି ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୬ ଜଣ ପୁଣି ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ...

ସଫ୍ଟଓ୍ବେର ଇଞ୍ଜିନିୟର ଦେବାଶିଷ ପାଇଲେ ଓଏଏସ୍‌: ଉତ୍ତମ ପ୍ରଶାସନିକ ସେବା ଯୋଗାଇ ଦେବା ଲକ୍ଷ୍ୟ

କୃଷ୍ଣପ୍ରସାଦ,୯ା୧(ଡି.ଏନ.ଏ.): ପୁରୀ ଜିଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକ ପାରିକୁଦଗଡରୁ ଓଏଏସ ପାଇବାରେ ସଫଳ ହୋଇଛନ୍ତି ଦେବାଶିଷ ପାତ୍ର। ତାଙ୍କ ଲକ୍ଷ୍ୟ ରହିଛି ଜନସାଧାରଣଙ୍କୁ ଉତ୍ତମ ପ୍ରଶାସନିକ...

ବିମାନବନ୍ଦର ସମ୍ପ୍ରସାରଣ କାର୍ଯ୍ୟ ଖୁବ୍‌ଶୀଘ୍ର: ପୋତାହେବ ଓୟୁଏଟି ଫାର୍ମରେ ଥିବା ୨ ପୋଖରୀ

ଭୁବନେଶ୍ୱର, ୮।୩(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ସମ୍ପ୍ରସାରଣ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟ କିଛିଦିନ ମଧ୍ୟରେ ଆରମ୍ଭ ହେବ। ବିଶେଷକରି ବିମାନ ଉଡ଼ାଣରେ ବଡ଼...

ହାଡ଼ଭଙ୍ଗା ଚିକିତ୍ସାଳୟରେ ଚାଲିଥିଲା ବେଆଇନ ଗର୍ଭପାତ: ନୟାଗଡ଼ ଟାଉନ ଥାନା ପୋଲିସର ଚଢ଼ାଉ; ଦୁଇ ଅଟକ

ନୟାଗଡ଼ ଅଫିସ,୨ା୬- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଥିବା ଏକ ହାଡ଼ଭଙ୍ଗା ଚିକିତ୍ସାଳୟ ( କ୍ଲିନିକ୍‌)ରେ ଚାଲୁଥିଲା ବେଆଇନ୍‌ ଗର୍ଭପାତ। ଶନିବାର ବିଳମ୍ବିତ ରାତ୍ରିରେ...

Advertisement
Archives

Model This Week