ଆଉ କିଛି ସମୟ ପରେ ଆରମ୍ଭ ହେବ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ । ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଶିଳ୍ପ ଓ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଇମ୍ଫା ଏମ୍‌ଡି ଏବଂ ଫିକି ସଭାପତି ଶୁଭ୍ରକାନ୍ତ ପଣ୍ଡା ଅତିଥି ଭାବେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?