Posted inଜାତୀୟ

ସୋନମ ୱାଙ୍ଗଚୁକଙ୍କୁ ଜନ୍ତର-ମନ୍ତରରୁ ହଟାଯିବା ପରେ ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା: କହିଲେ- ‘ଆଜିଠାରୁ ମୁଁ…’

ନୂଆଦିଲ୍ଲୀ,୧୮।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଅନଶନରେ ବସିଥିବା ଆକ୍ଟିଭିଷ୍ଟ ସୋନମ ୱାଙ୍ଗଚୁକଙ୍କୁ ୨୧ତମ ଦିନରେ ଦିଲ୍ଲୀ ପୋଲିସ ସେଠାରୁ ହଟାଇ ଡାକ୍ତରଖାନା ନେଇଛି। ଏହା ସହିତ ପୋଲିସ ସେଠାରୁ ବିକ୍ଷୋଭକାରୀମାନଙ୍କୁ ମଧ୍ୟ ଚାଲିଯିବାକୁ କହିଛି।

ଦିଲ୍ଲୀ ପୋଲିସ ସ୍ପଷ୍ଟ ଭାବେ କହିଛି ଯେ, ହାଇକୋର୍ଟଙ୍କ ନିର୍ଦ୍ଦେଶ ଏବଂ ମେଡିକାଲ ବିଶେଷଜ୍ଞଙ୍କ ପରାମର୍ଶ ଅନୁଯାୟୀ, ସୋନମ ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ତାଙ୍କୁ ଆବଶ୍ୟକ ଚିକିତ୍ସା ସେବା ଯୋଗାଇଦେବା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଦିଲ୍ଲୀ ପୋଲିସ ଜନ୍ତର-ମନ୍ତରରେ ଉପସ୍ଥିତ ଥିବା ବିକ୍ଷୋଭକାରୀମାନଙ୍କୁ ଯଥାଶୀଘ୍ର ଶାନ୍ତିପୂର୍ଣ୍ଣ ଭାବେ ସେଠାରୁ ଚାଲିଯିବାକୁ ଅପିଲ କରିଛି। ଏହି ସମୟରେ ଅଭିଜିତ ଦୀପକେ ପୁଣିଥରେ ସେଠାରେ ପହଞ୍ଚି ଯାଇଛନ୍ତି ଏବଂ ସେ କହିଛନ୍ତି ଯେ ଆଜିଠାରୁ ମୁଁ ମୋର ଅନଶନ ଆରମ୍ଭ କରୁଛି ଏବଂ ୨୦ ଜୁଲାଇରେ ମାର୍ଚ୍ଚ ମଧ୍ୟ ହେବ।

ସୋନମ ୱାଙ୍ଗଚୁକଙ୍କୁ ଜନ୍ତର-ମନ୍ତରରୁ ହଟାଇ ଦିଲ୍ଲୀ ପୋଲିସ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରିଛି। ସେଠାରେ ଏବେ ସୋନମ ୱାଙ୍ଗଚୁକଙ୍କ ପତ୍ନୀ ଗୀତାଞ୍ଜଳି ମଧ୍ୟ ପହଞ୍ଚି ଯାଇଛନ୍ତି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆମେରିକାର ରାଷ୍ଟ୍ରପତି ବି ହୋଇପାରନ୍ତି ବିଜୟ! ଡୋନାଲ୍ଡ ଟ୍ରମ୍ପଙ୍କ ସ୍ଥାନ ନେଇପାରନ୍ତି’, ଏମିତି କହିଲେ…

ଚେନ୍ନାଇ,୨।୯: ତାମିଲନାଡୁରେ ଟିଭିକେ (TVK) ସରକାରକୁ ନେଇ ଏଆଇଏଡିଏମ୍‌କେ ମହାସଚିବ ଏଡାପ୍ପାଡି କେ. ପଲାନିସ୍ବାମୀ ତୀବ୍ର କଟାକ୍ଷ କରିଛନ୍ତି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଦାମୀ ଚାର୍ଟର୍ଡ…

୨୦୨୯ରେ ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ! ବିଧାୟିକାଙ୍କ ବଡ଼ ଦାବିକୁ ନେଇ ରାଜନୀତିରେ ହଇଚଇ

ଚେନ୍ନାଇ,୨।୯: ତାମିଲନାଡୁର ରାଜନୀତିରେ ଏବେ ଥଲାପତି ବିଜୟଙ୍କୁ ନେଇ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି। ସତ୍ତାରୂଢ଼ ଟିଭିକେ (TVK)ର ନେତା ଓ ମନ୍ତ୍ରୀମାନେ ବିଜୟଙ୍କୁ ୨୦୨୯ରେ ପ୍ରଧାନମନ୍ତ୍ରୀ…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା…

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri