Posted inଜାତୀୟ

‘ନିର୍ବାଚନ ଜିତିବା ପାଇଁ ଭାଜପା ସମସ୍ତଙ୍କୁ ଜେଲରେ ପୂରାଉଛି‘

ନୂଆଦିଲ୍ଲୀ,୧।୨: ଜମି ଦୁର୍ନୀତି ମାମଲାରେ ଛନ୍ଦି ହୋଇଥିବା ହେମନ୍ତ ସୋରେନଙ୍କୁ ଇଡି ଗିରଫ କରିବାର ଗୋଟିଏ ଦିନ ପରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ପ୍ରତିକ୍ରିୟା ରଖିଛନ୍ତି।

ମୁଖ୍ୟମନ୍ତ୍ରୀ ମମତା କହିଛନ୍ତି, ନିର୍ବାଚନ ଜିତିବା ପାଇଁ ଭାଜପା ସମସ୍ତଙ୍କୁ ଜେଲରେ ପୂରାଉଛି। ଏପରିକି ଭାଜପା କେନ୍ଦ୍ରୀୟ ଏଜେନ୍ସିକୁ ବ୍ୟବହାର କରି ବିରୋଧୀ ଦଳର ନେତାଙ୍କୁ ବିଭିନ୍ନ ମିଛ ମାମଲାରେ ଛନ୍ଦି ଗିରଫ କରୁଥିବା କହି କେନ୍ଦ୍ର ଉପରେ ବର୍ଷିଛନ୍ତି।

ସେହିପରି ଇଣ୍ଡିଆ ମେଣ୍ଟରେ ଆସନ ବୁଝାମଣାକୁ ନେଇ ମମତା କହିଛନ୍ତି, ଆସନ୍ତା ଲୋକସଭା ନିର୍ବାଚନରେ କଂଗ୍ରେସ ସହ ମେଣ୍ଟ କରିବାକୁ ଟିଏମ୍‌ସି ଉତ୍ସାହିତ ଥିଲା। ହେଲେ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରାଯାଇଥିଲା। ଦଳ ମେଣ୍ଟ ଚାହୁଁଥିଲା। ହେଲେ କଂଗ୍ରେସ ରାଜି ହୋଇ ନ ଥିବା ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri