ସନ୍ନିଙ୍କ ପରେ କଲେଜ ମେରିଟ ଲିଷ୍ଟରେ ନେହା କକ୍କରଙ୍କ ନାମ

ନୂଆଦିଲ୍ଲୀ, ୩୧।୮-ପଶ୍ଚିମବଙ୍ଗର ଏକ କଲେଜର ମେରିଟ ତାଲିକାରେ ଗତକାଲି ଅଭିନେତ୍ରୀ ସନ୍ନି ଲିଓନିଙ୍କ ନାମ ଆସିଥିଲା। ବର୍ତ୍ତମାନ ଏହି ତାଲିକାରେ ବଲିଉଡ ଗାୟିକା ନେହା କକ୍କରଙ୍କ ନାମ ମଧ୍ୟ ଯୋଡି ହୋଇଯାଇଛି। ପଶ୍ଚିମବଙ୍ଗର ମାଲଦା ଜିଲାର ଏକ କଲେଜର ପ୍ରବେଶିକା ପରୀକ୍ଷାର ମେରିଟ ତାଲିକାରେ ଟପରେ ନେହାଙ୍କ ନାମ ରହିଛି।
ଏ ନେଇ କଲେଜ ଅଧ୍ୟକ୍ଷ ଅନିରୁଦ୍ଧ ଚୌଧୁରୀ କହିଛନ୍ତି, ଶୁକ୍ରବାର ପ୍ରଥମ ମେରିଟ ଲିଷ୍ଟ ତାଲିକା ପ୍ରକାଶ ପାଇଥିଲା। ପରେ ସଂଶୋଧନ କରାଯାଇ ଦ୍ୱିତୀୟ ଲିଷ୍ଟ ପ୍ରକାଶ ପାଇଛି। ଏ ନେଇ କଲେଜ ପକ୍ଷରୁ ସ୍ଥାନୀୟ ପୋଲିସ ଷ୍ଟେଶନ ଏବଂ ପଶ୍ଚିମବଙ୍ଗ ପୋଲିସର ସାଇବର କ୍ରାଇମ ସେଲ ନିକଟରେ ଅଭିଯୋଗ ହୋଇଛି। କେହି ଅସାମାଜିକ ବ୍ୟକ୍ତି ଜାଣିଶୁଣି ଏଡିଟ କରି ମେରିଟ ଲିଷ୍ଟରେ ନେହାଙ୍କ ନାମ ଦେଉଛି। ଉଚ୍ଚଶିକ୍ଷା ପ୍ରଣାଳୀ ଏବଂ ଅନଲାଇନ ଆଡମିଶନ ପ୍ରକ୍ରିୟାକୁ ବଦନାମ କରିବାକୁ କିଛି ବ୍ୟକ୍ତି ଚାହିଁୁଛନ୍ତି।
ସୂଚନାଯୋଗ୍ୟ ଯେ, ଶନିବାର ୨୪ ପରଗାନା ଜିଲାର ବାରାସତ ସରକାରୀ ମହାବିଦ୍ୟାଳୟର ଇଂରାଜୀ ସମ୍ମାନ ତାଲିକାରେ ସନ୍ନିଙ୍କ ନାମ ତୃତୀୟ ସ୍ଥାନରେ ରହିଥିଲା। ୧୫୭ ପ୍ରାର୍ଥୀଙ୍କ ତାଲିକାରେ ସନ୍ନିଙ୍କ ନାମ ୧୫୧ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri