ସସ୍‌ପେଣ୍ଡ ପରେ ଗର୍ଜିଲେ ତାରା, କହିଲେ ବାପାଙ୍କ ଚାକର…

ଭୁବନେଶ୍ୱର,୨୬।୩: ବିଧାନସଭାରୁ ଆସିଛି ବଡ଼ ଖବର। ଗୃହରୁ ନିଲମ୍ବିତ ହୋଇଛନ୍ତି କଂଗ୍ରେସର ସବୁ ବିଧାୟକ। ମଙ୍ଗଳବାର କଂଗ୍ରେସର ୧୨ଜଣ ବିଧାୟକ ନିଲମ୍ବିତ ହୋଇଥିବାବେଳେ ଆଜି ଆଉ ୨ଜଣ ସସପେଣ୍ଡ ହୋଇଛନ୍ତି। କଂଗ୍ରେସ ବିଧାୟକ ତାରା ବାହିନୀପତି ଓ ରମେଶ ଜେନା ସସପେଣ୍ଡ ହୋଇଛନ୍ତି। ଗୃହରୁ ୭ ଦିନ ପାଇଁ ସସ୍ପେଣ୍ଡ କରିଛନ୍ତି ବାଚସ୍ପତି। ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ବିଧାୟକ ସସ୍ପେଣ୍ଡ। ବାଚସ୍ପତିଙ୍କ ତାଗିଦ ସତ୍ତ୍ବେ ଉଭୟ ବିଧାୟକ ଗୃହରେ ଘଣ୍ଟ ପିଟିଥିଲେ। ଗତକାଲି କଂଗ୍ରେସର ୧୨ ବିଧାୟକ ଓ ଆଜି ୨ ବିଧାୟକ ସସ୍ପେଣ୍ଡ ହୋଇଛନ୍ତି। ବର୍ତ୍ତମାନ ବିଧାନସଭାରୁ କଂଗ୍ରେସର ସମସ୍ତ ୧୪ ବିଧାୟକ ନିଲମ୍ବିତ ହୋଇଛନ୍ତି।

ତେବେ ସସପେଣ୍ଡ ପରେ ବିଧାନସଭା ବାହାରେ ଗର୍ଜିଛନ୍ତି ତାରା। ସେ କହିଛନ୍ତି, ଏ ରାଜ୍ୟରେ ନ୍ୟାୟ ବୋଲି କିଛି ନାହିଁ । ବିଧାନସଭା ଗେଟରେ ୩ ଟା ତାଲା ପକାଇଛନ୍ତି । ସରକାରଙ୍କ ବାପାଙ୍କ ଚାକର ଭଳି ବ୍ୟବହାର କରୁଛନ୍ତି। ଆମ ଆଦମୀର ସରକାର ନୁହେଁ ବିଧାୟକଙ୍କୁ ମାଡ ମାରୁଛନ୍ତି। ଏ ରାଜ୍ୟରେ ନ୍ୟାୟ ବୋଲି କିଛିନାହିଁ। ବିଧାୟକମାନେ ବିଧାନସଭାକୁ ଯିବା ଉଚିତ। ହେଲେ ବିଧାୟକଙ୍କୁ ଭିତରକୁ ନ ଛାଡି ଏମାନେ ଅନ୍ୟାୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?