Posted inରାଜ୍ୟ

ଦାୟିତ୍ୱ ଗ୍ରହଣ ପରେ ବିଭାଗର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୭।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ମୋଦି ସରକାର ଅମଳରେ ଗତ ୧୦ ବର୍ଷରେ ପର୍ଯ୍ୟାପ୍ତ ପରିମାଣର ଆର୍ଥତ୍କ ଅନୁଦାନ ଓ ସହାୟତା ଓଡ଼ିଶାକୁ ଆସିଛି।

ଶନିବାର ରାଜ୍ୟ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ଦାୟିତ୍ୱ ମିଳିବା ପରେ ବିଭାଗୀୟ କ୍ୟାବିନେଟ ମନ୍ତ୍ରୀ ସୁରେଶ ପୂଜାରୀ ରବିବାର ଥିବା ସତ୍ତ୍ୱେ ବିଭାଗୀୟ ଅଧିକାରୀଙ୍କ ସହ ବାସ୍ତବ ସ୍ଥିତି ସମ୍ପର୍କରେ ପଚାରି ବୁଝିବା ସହିତ ସମୀକ୍ଷା କରିଛନ୍ତି। ରାଜ୍ୟରେ ମୌସୁମୀ ଦ୍ୱାରଦେଶରେ। ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତ ରହିବା ସହିତ ଭିତ୍ତିଭୂମିକୁ ଆହୁରି ଅଧିକ ସୁଦୃଢ଼ କରାଯିବା ଉପରେ କାର୍ଯ୍ୟ କରିବାକୁ ମନ୍ତ୍ରୀ ପୂଜାରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜରେ କାର୍ଯ୍ୟକ୍ଷମ ହେବ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବିମାନବନ୍ଦର

ଭୁବନେଶ୍ୱର,୧୭ା୭: ମୟୂରଭଞ୍ଜ ଜିଲାସ୍ଥିତ ଅମର୍ଦା ରୋଡ୍‍ ରାସଗୋବିନ୍ଦପୁର ବିମାନବନ୍ଦରକୁ ଖୁବ୍‍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବ । ଏ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି...

ଏହି ଅଧିକାରୀ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୧୭ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ।...

ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୭: ରାଜ୍ୟରେ ଭାଜପା କ୍ଷମତାକୁ ଫେରିବା ପରେ ପୂର୍ବ ସରକାରରେ ଗଠନ ହୋଇଥିବା ଯୋଜନା ବୋର୍ଡକୁ ଭଙ୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂର୍ବ...

ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ହେଲେ ସଜେଇ

ପୁରୀ,୧୭ା୭: ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ...

ରତ୍ନଭଣ୍ଡାର ଖୋଲାହେବା ପୂର୍ବରୁ କଟକଣା ଜାରି କଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ,୧୭।୭: ପୁଣି ଖୋଲିିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗୁରୁବାର ପୁଣିଥରେ ଭିତର ଭଣ୍ଡାର ଖୋଲାଯାଇ ଯାଞ୍ଚ କରାଯିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ଭିତର...

ଦଳୀୟ ବିଧାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ; ରାଜ୍ୟ ସରକାରଙ୍କୁ ଘେରିବେ

ଭୁବନେଶ୍ୱର,୧୭।୭: ଆଗାମୀ ବିଧାନସଭା ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦଳର ଦଳର ବିଧାୟକମାନଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଦଳର ସମସ୍ତ ବିଜୟୀ...

୨୦ରେ ବିଜେଡି ବିଧାୟକ ଦଳ ବୈଠକ: ଏମିତି କହିଲେ ସୁଲତା

ଭୁବନେଶ୍ୱର,୧୭।୭: ଆସନ୍ତା ଜୁଲାଇ ୨୦ରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ୨୦ ତାରିଖ ଅପରାହ୍ନରେ ଶଙ୍ଖ ଭବନରେ ଏହି ବୈଠକ ବସିବ। ବିରୋଧୀ ଦଳ...

୫ ଦିନ ଯାଏ ପ୍ରବଳ ବର୍ଷିବ, ଏହି ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭ା୭: ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି। ୨୪ ଘଣ୍ଟା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri