Posted inଜାତୀୟ

ତାମିଲନାଡୁ ପରେ କେରଳରେ ଦିଦିଙ୍କ ପୋଷ୍ଟର

ଥିରୁଭାନନ୍ତପୁରମ,୭ ।୮: ତାମିଲନାଡୁ ପରେ ଏବେ କେରଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୋଷ୍ଟର ଦେଖିବାକୁ ମିଳିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏହି ପୋଷ୍ଟରରେ ଏକ ସ୍ଲୋଗାନ ଲେଖାଯାଇଛି । ‘ଦିଦିଙ୍କୁ ବାଛନ୍ତୁ ଦେଶ ବଞ୍ଚାନ୍ତୁ, ଦିଲ୍ଲୀ ଚଲୋ’ । ଏମିତି ପୋଷ୍ଟର ୭୦ ଦଶକରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଇନ୍ଦିରା ଗାନ୍ଧୀଙ୍କ ପାଇଁ ବି ଲେଖାଯାଇଥିଲା । ଶାସକ ବାମ ଦଳ ଥିବା ରାଜ୍ୟରେ ମମତାଙ୍କ ପୋଷ୍ଟର ଲାଗିବା ଏକ ନୂଆ ଦୃଶ୍ୟ ବୋଲି କୁହାଯାଉଛି । କାରଣ ସେ ବାମପନ୍ଥି ବିଚାରଧାରାର ଖୁବ୍ ବିରୋଧି । ଏହାସହ ପଶ୍ଚିମବଙ୍ଗରେ ୩୪ ବର୍ଷ ପୁରୁଣା ଲାଲ ଶାସନକୁ ବାହାର କରି ତ୍ରୁଣ ମୂଳ କଂଗ୍ରେସକୁ ଶାସନ ଭାର ଦେଇଥିଲେ । ଉକ୍ତ ପୋଷ୍ଟରକୁ ନେଇ କେରଳର ଜଣେ ବରିଷ୍ଠ ଖବରଦାତା କହିଛନ୍ତି ଏହା ମମତାଙ୍କ ପ୍ରଭାବର ଏକ ଉଦାହରଣ ଭାବେ ଗ୍ରହଣ କରାଯାଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

‘ସବୁ ମୋଦି ଚୋର’ ମନ୍ତବ୍ୟ: ରାହୁଲଙ୍କୁ ପାଟନା କୋର୍ଟ ନୋଟିସ

ପାଟନା,୧୩ା୪: ମୋଦି ଉପନାମଧାରୀ ସମସ୍ତ ବ୍ୟକ୍ତି ଚୋର ବୋଲି ମନ୍ତବ୍ୟ ଦେବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇ ଲୋକ ସଭା ସଦସ୍ୟତା ହରାଇଥିବା କଂଗ୍ରେସ ନେତା...

ଭାଜପା-ଶିବସେନାର ସମ୍ପର୍କ ଆମିର-କିରଣଙ୍କ ସମ୍ପର୍କ ଭଳି: ସଞ୍ଜୟ ରାଉତ

ମୁମ୍ବାଇ,୫ ।୭: ମହାରାଷ୍ଟ୍ରରେ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ଏକାଠି ହୋଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ଶିବସେନା ନେତା ତଥା...

ମୋଷ୍ଟ ଓ୍ବାଣ୍ଟେଡ ଡନ୍‌ ଦାଉଦ ଇବ୍ରାହିମ୍‌ଙ୍କ ଭାଇ ଇକ୍‌ବାଲ ଗିରଫ

ମୁମ୍ବାଇ,୧୮।୨: ମୋଷ୍ଟ ଓ୍ବାଣ୍ଟେଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଇକ୍‌ବାଲ କାସକରଙ୍କୁ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଛି। ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ଥାଣେ...

୮ମ ଶ୍ରେଣୀ ଛାତ୍ର ୪୫ କିମି ସାଇକେଲ ଚଳାଇ କଲେ ରେକର୍ଡ

ଶିମଲା,୨୫।୧: ହିମାଚଳପ୍ରଦେଶର ଜଣେ ୮ମ ଶ୍ରେଣୀ ଛାତ୍ର ୨ ଘଣ୍ଟା ୪୩ ମିନିଟ ସାଇକେଲ ଚଳାଇ ୪୫ କିମି ଦୂରତା ଅତିକ୍ରମ କରି ଏକ ରେକର୍ଡ...

କେମିକାଲ ପ୍ଲାଣ୍ଟ ଗ୍ୟାସ ଲିକ୍‌ ମାମଲା: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୭।୫: ଆନ୍ଧ୍ରପ୍ରଦେଶର ବିଶାଖାପଟନମରେ ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ହୋଇଥିବା ଗ୍ୟାସ ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌...

କେବଳ ସ୍ତ୍ରୀ-ପୁରୁଷଙ୍କ ମଧ୍ୟରେ ବିବାହକୁ ସ୍ବୀକୃତି…

ନୂଆଦିଲ୍ଲୀ,୨୫।୧୦: ସମଲିଙ୍ଗୀ ବିବାହ ଉପରେ ଦିଲ୍ଲୀ ହାଇକୋର୍ଟ ରାୟ ଦେଇଛନ୍ତିି ଯେ, କେବଳ ସ୍ତ୍ରୀ-ପୁରୁଷଙ୍କ ମଧ୍ୟରେ ହୋଇଥିବା ବିବାହକୁ ସ୍ବୀକୃତି ମିଳିବ। ଏହା ସହିତ ଏଭଳି...

ଡ୍ୟାନ୍ସିଂ ଡାକ୍ତରଙ୍କ ଭିଡିଓ ଭାଇରାଲ

ବିଶାଖାପଟନମ୍‌,୨୦।୮:ପ୍ରତିଭା ଆଗରେ ହାର୍‌ ମାନିଲା ବୟସ। ପରିଣତ ବୟସରେ ପହଞ୍ଚିି ମଧ୍ୟ ଏପରି ଡ୍ୟାନ୍ସ କରିଛନ୍ତି ଜଣେ ବ୍ୟକ୍ତି, ଯେ କି ରାତାରାତି ପାଲଟିଯାଇଛନ୍ତି ସୋସିଆଲ...

ପ୍ରଶାନ୍ତ କୁମାର ଏଏଏଆଇର ସଭାପତି ନିର୍ବାଚିତ

ନୂଆଦିଲ୍ଲୀ,୩୦।୧୧: ସାଉଥ ଏସିଆ ଅଫ୍‌ ଗ୍ରୁପ୍‌-ଏମ୍‌ ମିଡିଆ (ଇଣ୍ଡିଆ) ପ୍ରାଇଭେଟ୍‌ ଲିମିଟେଡ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପ୍ରଶାନ୍ତ କୁମାର ବିଜ୍ଞାପନ ଶିଳ୍ପର ଜଣାଶୁଣା ସଂଘ...

Advertisement
Archives

Model This Week