ଟିସିଏସ୍‌-ଇନ୍‌ଫୋସିସ୍‌ ପରେ କର୍ମଚାରୀଙ୍କୁ ଅଫିସ ଡାକିଲା ଓ୍ବିପ୍ରୋ, ନ ଆସିଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୭।୧୧: ଭାରତର ଶୀର୍ଷ ସଫ୍ଟଓ୍ବେର କମ୍ପାନୀ ମଧ୍ୟରେ ଗଣା ‘ଓ୍ବିପ୍ରୋ’ ଏହାର କର୍ମଚାରୀଙ୍କ ଲାଗି ହାଇବ୍ରିଡ୍‌ ଓ୍ବାର୍କ ପଲିସି ଆରମ୍ଭ କରିଛି। ଏହି ନୂଆ ନିୟମ ଅନୁଯାୟୀ କମ୍ପାନୀର କର୍ମଚାରୀଙ୍କୁ ପ୍ରତି ସପ୍ତାହରେ ଅତିକମ୍‌ରେ ୩ ଦିନ ଅଫିସରୁ କାମ କରିବାକୁ ହେବ। ୧୫ ନଭେମ୍ବର ୨୦୨୩ରୁ ଏହା ଲାଗୁ ହେବ।

ତେବେ ଟିସିଏସ୍‌ ଏବଂ ଇନ୍‌ଫୋସିସ୍‌ ସହ ପ୍ରମୁଖ ଆଇଟି କମ୍ପାନୀ ମଧ୍ୟରେ ବଢ଼ୁଥିବା ଟ୍ରେଣ୍ଡକୁ ନଜରରେ ରଖି ଓ୍ବିପ୍ରୋ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏହାଦ୍ୱାରା ଟିମ୍‌ର କାମ ସହ ବ୍ୟକ୍ତିଗତସ୍ତରରେ ଆଲୋଚନା ବୃଦ୍ଧି ପାଇବ ବୋଲି କମ୍ପାନୀ ଆଶା ରଖିଛି। ଯଦି କୌଣସି କର୍ମଚାରୀ ନିୟମ ପାଳନ ନ କରନ୍ତି ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କମ୍ପାନୀ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଖେଳାଳି ହେବେ ‘ପ୍ଲେୟାର ଅଫ ଦି ମ୍ୟାଚ’! ଫାଇନାଲ ପୂର୍ୱରୁ ସଞ୍ଜୁ ସାମସନଙ୍କ ବଡ଼ ଭବିଷ୍ୟବାଣୀ…

ନୂଆଦିଲ୍ଲୀ,୬।୩: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ର ଗ୍ରାଣ୍ଡ ଫିନାଲେ ମୁକାବିଲା ମାର୍ଚ୍ଚ ୮ ତାରିଖରେ ଖେଳାଯିବ । ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଟିମ୍ ଇଣ୍ଡିଆ…

ଯେବେ ରାତି ୧୧ରେ ଯୁବତୀଙ୍କୁ ମେସେଜ କରିଥିଲେ ସଞ୍ଜୁ ସାମସନ, ଜଣା ନ ଥିଲା ଏମିତି ହୋଇଯିବ…

ନୂଆଦିଲ୍ଲୀ,୬।୩: ବର୍ତ୍ତମାନ ସବୁଠି କେବଳ ଗୋଟିଏ ନାମ ଚର୍ଚ୍ଚା ହେଉଛି: ତାହା ହେଲା ସଞ୍ଜୁ ସାମସନ। ତାଙ୍କର ଆଶ୍ଚର୍ଯ୍ୟଜନକ ବ୍ୟାଟିଂ ସହିତ, ଏହି ଓପନର ଏକାକୀ ICC…

ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୪ ଗୁରୁତର

ପଦ୍ମପୁର,୬।୩(ପ୍ରଶାନ୍ତ କୁମାର କର) ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଖିଲାପଦର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର…

ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା! ଆଗାମୀ ୩ଦିନ ଏସବୁ ଜିଲାରେ ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୬।୩: ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ସମ୍ଭାବନା । ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ରହିବ ପ୍ରଭାବ । ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ।…

ଟିମ୍‌ ଇଣ୍ଡିଆର ଲାଗିଲା ଲଟେରୀ, ଫାଇନାଲ ପୂର୍ୱରୁ ମିଳିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୩: ୨୦୨୬ ଟି୨୦ ବିଶ୍ୱକପ ଏବେ ଏହାର ଚୂଡ଼ାନ୍ତ ଶୀର୍ଷରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି…

ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ଭେନସ

ଇଣ୍ଡିଆନ ଓ୍ବେଲ୍ସ,୬ା୩: ସାତ ଥର ଗ୍ରାଣ୍ଡସ୍ଲାମ ଟାଇଟଲ ବିଜେତା ଭେନସ ଓ୍ବିଲିୟମ୍ସ ବିଏନ୍‌ପି ପାରିବାସ ଓପନ ଟେନିସ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି। ଫ୍ରାନ୍ସର ଡାଏନ୍‌…

ଆସିଲା ବଡ ଖବର; ସୋମବାରଠୁ ପେଟ୍ରୋଲ ପମ୍ପରେ ଆଉ ମିଳିବନି ତେଲ!

ଇସଲାମାବାଦ୍,୬ା୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ଆରବ ଦେଶଗୁଡ଼ିକୁ ଆଉ ଏକ ବଡ଼ ଝଟକା ଲାଗିଛି। ପେଟ୍ରୋଲ-ଡିଜେଲକୁ ନେଇ ସବୁଠି ଦେଖା ଦେଇଛି ବଡ ସଙ୍କଟ।…

ଭଞ୍ଜନଗରରେ ଏଚ୍‌ପିଭି ଟିକାକରଣ ଶୁଭାରମ୍ଭ, ଜରାୟୁ କର୍କଟ ରୋଗ ପ୍ରତିରୋଧରେ…

ଭଞ୍ଜନଗର,୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏଚ୍‌ପିଭି ଟିକାକରଣ କାର୍ଯକ୍ରମର ଶୁଭାରମ୍ଭ ହୋଇଯାଇଛି। ଭଞ୍ଜନଗର ମେଡିକାଲ ଅଧୀକ୍ଷକ ଡାକ୍ତର ସୀତାଂଶୁ ଶେଖର ଶତପଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri