ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…

ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ଏହା ଏକପାଖିଆ ନିଷ୍ପତ୍ତି କହି ନିଆଁବାଣ ହୋଇଛନ୍ତି ପ୍ରଭାତ। ସମସ୍ତେ ବସି ନିଷ୍ପତ୍ତି ନେଇ ନାହାନ୍ତି। ଦଳର ୪ ହଜାର କୋଟି ଟଙ୍କା ହଡ଼ପ କଥା ବି ଉଠାଇ ଦଳ ପାଇଁ ମୁଁ ସବୁ ତ୍ୟାଗ ସ୍ବୀକାର କରିଛି ବୋଲି କହିଛନ୍ତି।

ଏହି ପ୍ରସଙ୍ଗକୁ ନେଇ ନବୀନ ନିବାସରେ ପ୍ରବଳ ହଙ୍ଗାମା ହୋଇଛି। ପ୍ରଭାତ ବିଶ୍ୱାଳ ଏବଂ ସୌଭିକ ବିଶ୍ୱାଳ ସଂତୃପ୍ତଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରି ହଙ୍ଗାମା କରିଛନ୍ତି। ସେ କହିଛନ୍ତି, ଯାହାଙ୍କୁ ପ୍ରାର୍ଥୀ ଦିଆଯାଇଛି ସେ ଦଳ ପାଇଁ କିଛି କରିନାହାନ୍ତି। ଦଳର ୪ ହଜାର କୋଟି ଟଙ୍କା ହଡ଼ପ କଥା ଉଠାଇ କିଏ ନେଇଛି ଆପଣମାନେ ଖୋଜନ୍ତୁ। ଦଳ ମୋର ବହୁ କ୍ଷତି କରିଛି, ମୁଁ କିନ୍ତୁ ଦଳର କ୍ଷତି କରି ନାହିଁ। ପାଣ୍ଡିଆନ୍ ଓ ସୁଜାତା ଦଳ ପାଇଁ କ୍ଷତି କରିଛନ୍ତି। ନବୀନ ବାବୁ ଆଲୋଚନା କରନ୍ତୁ। ଯଦି ଆଲୋଚନା ନ କରିବେ ତେବେ ଦଳଠାରୁ ଦୂରେଇ ଯିବି ବୋଲି ପ୍ରଭାତ କହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ଦୁବଇ, ଦୋହା, ରିୟାଦ…, ମିଡଲ ଇଷ୍ଟର ସମସ୍ତ ବିମାନ ରଦ୍ଦ

ନୂଆଦିଲ୍ଲୀ,୨୮।୨: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭଳି ପରିସ୍ଥିତିର ସମ୍ମୁଖୀନ ହେଉଛି। ଇସ୍ରାଏଲ ଇରାନ ବିରୁଦ୍ଧରେ ଅପରେଶନ ରୋରିଂ ଲାୟନ ଆରମ୍ଭ କରିଛି ଏବଂ ଆମେରିକା ସହିତ ମିଶି ଆକ୍ରମଣ…

ଖାମନେଇ ନା ଡୋନାଲ୍ଡ ଟ୍ରମ୍ପ, କାହାର ଟ୍ରେଜେରୀରେ ଅଛି ଅଧିକ ଟଙ୍କା?

ନୂଆଦିଲ୍ଲୀ,୨୮।୨:ଆମେରିକା ଏବଂ ଇସ୍ରାଏଲର ଇରାନ ଉପରେ ଆକ୍ରମଣ ପରେ, ଇରାନ ଏକ ପ୍ରତିଆକ୍ରମଣ ଆରମ୍ଭ କରିଛି। ଇରାନ ଏକକାଳୀନ ଇସ୍ରାଏଲ ଏବଂ ଅନ୍ୟ ସାତଟି ଦେଶ ଉପରେ…

କେଉଁଠି ଅଛନ୍ତି ଅଲି ଖାମନେଇ? ଇସ୍ରାଏଲ-ଆମେରିକା ବୋମା ବର୍ଷା ଭିତରେ କେମିତି ଅଛନ୍ତି ଇରାନର ସୁପ୍ରିମ ଲିଡର

ତେହରାନ,୨୮।୨: ଇସ୍ରାଏଲ ଏବଂ ଆମେରିକା ଇରାନ ବିରୁଦ୍ଧରେ ଯୁଦ୍ଧ ଡାକ ଦେଇଛନ୍ତି। ତେହେରାନ ଏବଂ ଇରାନର ଅନ୍ୟ ଅନେକ ସହରରେ ବିସ୍ଫୋରଣ ଶୁଣାଯାଇଛି। ଇରାନର ରାଜଧାନୀ ଉପରେ…

ଯୌନଶୋଷଣ ନିରୋଧ ଆଇନ ସଚେତନତା

ପୁରୁଷୋତ୍ତମପୁର,୨୮ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଶନିବାର ଯୌନଶୋଷଣ ନିରୋଧ ଆଇନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ…

ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ଆଗକୁ ଆସିଲେ ଜନଜାତି ମହିଳା

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଆସନ୍ତା ମାର୍ଚ୍ଚ ୮ରେ ମହିଳା ପାଳନ କରିବେ ବିଶ୍ୱ ମହିଳା ଦିବସ। ଏଥିପାଇଁ ଏବେଠାରୁ ଗାଁଠାରୁ ଦାରିଙ୍ଗବାଡ଼ି ସହର ପର୍ଯ୍ୟନ୍ତ ଚଳଚଞ୍ଚଳ। ଦାରିଙ୍ଗବାଡ଼ି ପଞ୍ଚାୟତ…

ସୁନାରେଟ୍‌ରେ ବଡ଼ ବିସ୍ଫୋରଣ! ଯୁଦ୍ଧ ଭିତରେ ୨୩ହଜାର ବଢିଯିବ ଦର

ନୂଆଦିଲ୍ଲୀ,୨୮।୨: ଆମେରିକା ଇରାନ ଉପରେ ଆକ୍ରମଣ କରିଛି। ଏହି ସମୟରେ, ଇସ୍ରାଏଲ ମଧ୍ୟ ମଧ୍ୟପ୍ରାଚ୍ୟ ଦେଶ ବିରୋଧରେ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଇରାନ ଆକ୍ରମଣ କରି ପ୍ରତିଶୋଧ…

ଥାଲାପତି ବିଜୟ ହେବେ ମୁଖ୍ୟମନ୍ତ୍ରୀ…ଛାଡପତ୍ର ବିବାଦ ଭିତରେ ଆସିଲା ବଡ଼ ଖବର!

ମୁମ୍ୱାଇ: ତାମିଲ ସିନେମାର ସୁପରଷ୍ଟାର ଥାଲାପତି ବିଜୟ ବର୍ତ୍ତମାନ ବିବାଦରେ ଘେରି ରହିଛନ୍ତି। ତାଙ୍କର ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନ ସବୁବେଳେ ଖବରର ଶିରୋନାମା ପାଲଟିଛି। ପ୍ରଥମେ,…

କିଶୋରୀ ମେଳାରେ ପୋଷଣ ଅଭିବୃଦ୍ଧିକୁ ଗୁରୁତ୍ୱ

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଦିନକୁ ଦିନ ଖାଦ୍ୟ ଗ୍ରହଣରେ ପରିବର୍ତ୍ତନ ଯୋଗୁ ଶିଶୁଙ୍କ ସମେତ କିଶୋରୀମାନେ ଅନେକ ସମୟରେ ଅପପୁଷ୍ଟିର ଶିକାର ହୋଇ ବିଭିନ୍ନ ରୋଗର ଶିକାର ହେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri