Posted inଜାତୀୟ

ଗିରଫ ପୂର୍ବରୁ ପାର୍ଥଙ୍କ ଫୋନ ଉଠାଇଲେ ନାହିଁ ମମତା

କୋଲକାତା,୨୫ ।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରେ ଚଢାଉ କରିଥିଲେ । ସେଠାରୁ ଇଡିକୁ ୨୦ କୋଟିରୁ ଅଧିକ ଟଙ୍କା ମିଳିଥିଲା । ଏହା ବ୍ୟତୀତ ଏମିତି କିଛି କାଗଜ ପତ୍ର ମିଳିଲା ଯେଉଁଥିରେ ବେଆଇନ କାରବାରର ପ୍ରମାଣ ରହିଛି । ଗୁରୂତ୍ୱପର୍ଣ୍ଣ କଥା ହେଲା ଅର୍ପିତା ଇଡିର ଅଧିକାରୀମାନଙ୍କ୍‌ୁ ଜବତ ଟଙ୍କା ସମ୍ପର୍କିତ ସଠିକ୍ ତଥ୍ୟ ଦେଇପାରି ନ ଥିଲେ । ଇଡି କହିଛି ଏହି ମାମଲାର ସିଧାସଳଖ ସମ୍ପର୍କ ପାର୍ଥ ଚାଟାର୍ଜୀଙ୍କ ସହ ରହିଛି । ଏହାପରେ ମମତା ସରକାରଙ୍କ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ଇଡି ଗିରଫ କରିଛି । ଏହି ଗିରଫ ପୂର୍ବରୁ ପାର୍ଥ ଚାଟାର୍ଜୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ୪ ଥର ଫୋନ କରିଥିଲେ, ହେଲେ ମମତା ଗୋଟିଏ ଥର ବି ତାଙ୍କ ଫୋନ ଉଠାଇ ନ ଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ

ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...

୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ

ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...

ବାଂଲାଦେଶ ହିଂସାକୁ ନେଇ ବଡ଼ ଚେତାବନୀ ଦେଲେ ଶଶି ଥରୁର! କହିଲେ ଏହା ଭାରତ ପାଇଁ…

ନୂଆଦିଲ୍ଲୀ,୨୦।୧୨: ବରିଷ୍ଠ କଂଗ୍ରେସ ନେତା ଏବଂ ବୈଦେଶିକ ବ୍ୟାପାର ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଶଶି ଥରୁର ବାଂଲାଦେଶରେ ବଢୁଥିବା ରାଜନୈତିକ ସଙ୍କଟ ସମ୍ପର୍କରେ କଡ଼ା...

ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ...

ମୋଦିଙ୍କ କାନରେ ଲାଗିଥିବା ‘White Earring’କୁ ନେଇ ହଇଚଇ, ଜାଣନ୍ତୁ କେଉଁ କାମରେ ଆସେ ଏହି ସିକ୍ରେଟ ଗ୍ୟାଜେଟ

ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ପ୍ରତି ତାଙ୍କ ଓମାନ ଗସ୍ତ ସମୟରେ ଏକ ଅନନ୍ୟ ଗ୍ୟାଜେଟ ପିନ୍ଧିଥିବାର ଦେଖାଯାଇଥିଲା, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।...

ମରିଗଲା ମାନବିକତା, ବୀମା ଟଙ୍କା ପାଇଁ ଘରେ ସାପ ପୂରାଇ ବାପାକୁ ମାରିଲେ ୪ ପୁଅ

ନୂଆଦିଲ୍ଲୀ, ୨୦।୧୨: ତାମିଲନାଡୁର ଥିରୁବଲୁବରର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଥାଥୁରପେଟର ନାଲ୍ଲାଥିନିରକୁଲମ ଷ୍ଟ୍ରିଟରେ ରହୁଥିବା ୫୬ ବର୍ଷୀୟ ଗଣେଶନଙ୍କ ସାପ କାମୁଡ଼ିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri