ବିଧାନସଭା ପରେ ସମସ୍ତଙ୍କ ହେବ ଆର୍‌ଟିପିସିଆର ଟେଷ୍ଟ

ଭୁବନେଶ୍ୱର,୯।୧୨(ବୂ୍ୟରୋ): ବିଧାନସଭାରେ କୋଭିଡ ସଂକ୍ରମଣ ନେଇ ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ସେ କହିଛନ୍ତି, ବିଧାନସଭା ସଚିବଙ୍କ ସହ ଅନ୍ୟ ଦୁଇ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଚିବଙ୍କ ସଂସ୍ପର୍ଶରେ ଆମେମାନେ ଆସିଥିବାରୁ ଆମର ଆଣ୍ଟିଜେନ ଟେଷ୍ଟ କରାଇଥିଲୁ । ମୋ ସମେତ ୬ ଜଣଙ୍କର ଆଣ୍ଟିଜେନ ଟେଷ୍ଟ ନେଗେଟିଭ୍‌ ଆସିଛି । ସଚିବଙ୍କ ସଂସ୍ପର୍ଶରେ ଅନ୍ୟ ଯେଉଁମାନେ ଆସିଛନ୍ତି ତାଙ୍କର ମଧ୍ୟ ଗୁରୁବାର ଅଣ୍ଟିଜେନ ଟେଷ୍ଟ କରାଯିବ । ବିଧାନସଭା ପରେ ସମସ୍ତଙ୍କର ଆର୍‌ଟିପିସିଆର ଟେଷ୍ଟ କରାଯିବ । ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିବାରୁ ସମସ୍ତ ବିଧାୟକଙ୍କୁ ବୁଷ୍ଟର ଡୋଜ ଦେବା ପାଇଁ ଆରଏମଆରସି ନିର୍ଦ୍ଦେଶିକାଙ୍କ ସହ ଫୋନ ଯୋଗେ ବାଚସ୍ପତି ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ...

ମୋଦିଙ୍କ କାନରେ ଲାଗିଥିବା ‘White Earring’କୁ ନେଇ ହଇଚଇ, ଜାଣନ୍ତୁ କେଉଁ କାମରେ ଆସେ ଏହି ସିକ୍ରେଟ ଗ୍ୟାଜେଟ

ନୂଆଦିଲ୍ଲୀ,୨୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ପ୍ରତି ତାଙ୍କ ଓମାନ ଗସ୍ତ ସମୟରେ ଏକ ଅନନ୍ୟ ଗ୍ୟାଜେଟ ପିନ୍ଧିଥିବାର ଦେଖାଯାଇଥିଲା, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।...

ମରିଗଲା ମାନବିକତା, ବୀମା ଟଙ୍କା ପାଇଁ ଘରେ ସାପ ପୂରାଇ ବାପାକୁ ମାରିଲେ ୪ ପୁଅ

ନୂଆଦିଲ୍ଲୀ, ୨୦।୧୨: ତାମିଲନାଡୁର ଥିରୁବଲୁବରର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଥାଥୁରପେଟର ନାଲ୍ଲାଥିନିରକୁଲମ ଷ୍ଟ୍ରିଟରେ ରହୁଥିବା ୫୬ ବର୍ଷୀୟ ଗଣେଶନଙ୍କ ସାପ କାମୁଡ଼ିବାରୁ...

ବାଂଲାଦେଶ ହିଂସା: ଉସମାନ ହାଦିଙ୍କ ହତ୍ୟା ପରେ, ଗଣମାଧ୍ୟମ କାର୍ଯ୍ୟାଳୟରେ ନିଆଁ, ୨୭ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ପ୍ରକାଶିତ ହୋଇନଥିଲା ଖବରକାଗଜ

ଢାକା,୨୦।୧୨: ଯୁବ ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶର ରାଜଧାନୀ ଢାକାରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଗଲା ଯେତେବେଳେ ଜନତା ଦେଶର ଦୁଇଟି...

ବର୍ଷ ଶେଷରେ ଶତ୍ରୁ ବନେଇବେ ବୃଷ-ମକର, ହେବ ଆର୍ଥିକ କ୍ଷତି! ନୂଆବର୍ଷବେଳକୁ କାଙ୍ଗାଳ ହୋଇଯିବେ ୪ରାଶି

ଗ୍ରହମାନଙ୍କର ରାଜକୁମାର ବୁଧ ଡିସେମ୍ୱର ୨୯ ତାରିଖରେ ଧନୁ ରାଶିରେ ପ୍ରବେଶ କରୁଛନ୍ତି। ବୁଧ ଜାନୁଆରୀ ୧୭, ୨୦୨୬ ପର୍ଯ୍ୟନ୍ତ ସେଠାରେ ରହିବ। ବୁଧଙ୍କ ଭ୍ରମଣ...

ଓଲଟିଲା ଗୋରୁ ବୋଝେଇ କ୍ୟାଣ୍ଟର: ୫୦ରୁ ଉର୍ଦ୍ଧ୍ୱ ଗୋରୁ ମୃତ

କୋଟପାଡ଼,୨୦।୧୨(କେ. ରାଜଶେଖର ରାଓ): କୋରାପୁଟ ଜ଼ିଲା କୋଟପାଡ଼ରେ ଘୁମର ପଞ୍ଚାୟତ ପୂର୍ତ୍ତ ବିବାଗ ଜୟପୁରକୁ ସଂଯୋଗ କରୁଥିବା ରାସ୍ତା ଉପରେ ଏକ ଗୋରୁ ବୋଝେଇ କ୍ୟାଣ୍ଟର...

ଥରୁଛି ଜି. ଉଦୟଗିରି: ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା, ଜାଣନ୍ତୁ କେତେ…

ଜି.ଉଦୟଗିରି ୨୦/୧୨(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି ): ରାଜ୍ୟର ଥଣ୍ଡା ସହର ଭାବେ ପରିଚିତ ଉଦୟଗିରିରେ ଦୀର୍ଘ ପନ୍ଦର ଦିନ ହେବ ଶୀତର ଲହର...

ରାତିରେ ଶୋଇବା ପୂର୍ବରୁ ଖାଆନ୍ତୁ ଛୋଟ ଅଳେଇଚ, ଶରୀରରେ ହେବ…

ଅଳେଇଚ ରୋଷେଇ ଘରେ ବ୍ୟବହୃତ ଏକ ବିଶେଷ ମସଲା । ଯାହା କେବଳ ଖାଦ୍ୟର ସ୍ୱାଦ ବୃଦ୍ଧି କରେ ନାହିଁ ବରଂ ଅନେକ ସ୍ୱାସ୍ଥ୍ୟ ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri