ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ସର୍ବଦଳୀୟ ବୈଠକ ଡାକନ୍ତୁ। ଚାଷୀ ସଂଗଠନ ସହ ଆଲୋଚନା କରି ଚାଷୀକୁଳକୁ ଉଦ୍ଧାର କରନ୍ତୁ। ଧାନ ଠିକ ଭାବେ ନ ଉଠିବାରୁ ଅଭାବୀ ବିକ୍ରି ହେଲା। ‘ବର୍ଷା ପାଇଁ ଧାନ ରଙ୍ଗ ବଦଳିଲା, ଚାଷୀ ହଇରାଣ ହେଉଛି। ସରକାର ସେ ଧାନ ଉଠାଇବେ ନା ନାହିଁ ସ୍ପଷ୍ଟ କରନ୍ତୁ ବୋଲି ରଣେନ୍ଦ୍ରପ୍ରତାପ କହିଛନ୍ତି।

ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି।ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri