ସ୍ବାମୀଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି, ସ୍ତ୍ରୀ ଚାଲିଗଲେ

ପୁରୀ ଅଫିସ,୨୩।୯: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କର ଗତ ରବିବାର ସକାଳେ ପରଲୋକ ହୋଇଥିଲା। ପ୍ରେମାନନ୍ଦଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି ତାଙ୍କ ସ୍ତ୍ରୀ ବିନୋଦିନୀ ଦାସମହାପାତ୍ରଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିନୋଦିନୀଙ୍କର ୫୭ବର୍ଷ ବୟସରେ ପରଲୋକ ହୋଇଯାଇଛି। ଅସୁସ୍ଥତା ଯୋଗୁ କିଛିଦିନ ହେଲା ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ଆଗପଛ ହୋଇ ସ୍ବାମୀ, ସ୍ତ୍ରୀଙ୍କ ଦେହାନ୍ତ ଖବର ଶୋକର ଛାୟା ଖେଳାଇ ଦେଇଛି। ସେବାୟତ ମହଲରେ ଏହି ଦୁଃଖଦ ଘଟଣା ସମସ୍ତଙ୍କୁ ମ୍ରିୟମାଣ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନିୟମିତ ଦାବି କଲେ ଠିକା ସ୍ବାସ୍ଥ୍ୟ କର୍ମଚାରୀ

ପାରଳାଖେମୁଣ୍ଡି,୧୨ା୧୧(ଡି.ଏନ୍‌.ଏ): ସ୍ବାସ୍ଥ୍ୟ ଠିକା କର୍ମଚାରୀ ମହାସଂଘ ଗଜପତି ଜିଲା ଶାଖା ପକ୍ଷରୁ ଓଡିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଜାତୀୟ ସ୍ବାସ୍ଥ୍ୟ ମିଶନ...

ଭଙ୍ଗା ମନ୍ଦିରରେ ୭୦ ମାଣ ଜମିର ମାଲିକ

ବାରିପଦା ଅଫିସ/କପ୍ତିପଦା,୩ା୯(ଡି଼.ଏନ୍‌.ଏ)- ସମ୍ପତ୍ତି ଅଛି, ମାତ୍ର ଟ୍ରଷ୍ଟ ବୋର୍ଡ ପାଇଁ କ୍ଷମତା ଲଢେଇ ଓ ପରିଚାଳନାଗତ ତ୍ରୁଟିକୁ ନେଇ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ...

ଉଗ୍ରସେନ ଗାଦିଚ୍ୟୁତ, କଂସଙ୍କ ସିଂହାସନ ଆରୋହଣ

ଅମରପାଲି,୨୮।୧୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ଆଞ୍ଚଳିକ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ଅବସରପ୍ରାପ୍ତ ହାଇକୋର୍ଟର...

ଗୋଟିଏ ପ୍ରକଳ୍ପ, ଦୁଇଟି ଯୋଜନା

ସୋନପୁର,୨୭ା୬(ନି.ପ୍ର.): କରୋନା ପାଇଁ ଅନେକ ରୋଜଗାର ହରାଇଥିବା ବେଳେ ଶ୍ରମିକ ଶ୍ରେଣୀର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲାର ୧୫ ହଜାରରୁ ଊର୍ଦ୍ଧ୍ୱ...

୬ରୁ ଖୋଲିବ ଏହିସବୁ ଦର୍ଶନୀୟ ସ୍ଥାନ

ଭୁବନେଶ୍ୱର, ୪।୭(ବ୍ୟୁରୋ): କରୋନା ପାଇଁ ଓଡ଼ିଶାରେ ବନ୍ଦ ଥିବା କିଛି ଦର୍ଶନୀୟ ସ୍ଥାନ ଖୋଲାଯିବାକୁ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୬ ତାରିଖରୁ କିଛି ଦର୍ଶନୀୟ ସ୍ଥାନ...

ଓଡ଼ିଆରେ ଇଞ୍ଜିନିୟରିଂ ପାଠପଢ଼ା

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ। ଏନେଇ ଅଲ୍‌ ଇଣ୍ଡିଆ କାଉନ୍‌ସିଲ୍‌ ଫର୍‌ ଟେକ୍ନିକାଲ ଏଜୁକେଶନ(ଏଆଇସିଟିଇ) ପକ୍ଷରୁ ଗ୍ରୀନ୍‌ ସିଗ୍‌ନାଲ୍‌ ମିଳିସାରିଛି। ତେବେ କିଭଳି...

ଜଗନ୍ନାଥପ୍ରସାଦରେ ଖୋଲିବ ଜେଏମ୍‌ଏଫ୍‌ସି କୋର୍ଟ

ଭଞ୍ଜନଗର,୨୩ା୮(ଡି.ଏନ୍‌.ଏ.) ଜଗନ୍ନାଥପ୍ରସାଦରେ ଜେଏମ୍‌ଏଫସି କୋର୍ଟ ଆସନ୍ତା ୩୧ ତାରିଖରେ ଉଦ୍‌ଘାଟିତ ହେବ। ନିଜସ୍ବ କୋଠା ନିର୍ମାଣ ହୋଇ ନ ଥିବା ଯୋଗୁ ରାଜସ୍ବ ବିଭାଗ ଡାକ...

ଟିକରପଡ଼ାରେ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ ୩ ଗୁରୁତର

ସାନଖେମୁଣ୍ଡି,.୨୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ାରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏଥିରେ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୩ ଜଣ ଗୁରୁତର...

Advertisement
Archives

Model This Week