ସ୍ବାମୀଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି, ସ୍ତ୍ରୀ ଚାଲିଗଲେ

ପୁରୀ ଅଫିସ,୨୩।୯: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କର ଗତ ରବିବାର ସକାଳେ ପରଲୋକ ହୋଇଥିଲା। ପ୍ରେମାନନ୍ଦଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି ତାଙ୍କ ସ୍ତ୍ରୀ ବିନୋଦିନୀ ଦାସମହାପାତ୍ରଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିନୋଦିନୀଙ୍କର ୫୭ବର୍ଷ ବୟସରେ ପରଲୋକ ହୋଇଯାଇଛି। ଅସୁସ୍ଥତା ଯୋଗୁ କିଛିଦିନ ହେଲା ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ଆଗପଛ ହୋଇ ସ୍ବାମୀ, ସ୍ତ୍ରୀଙ୍କ ଦେହାନ୍ତ ଖବର ଶୋକର ଛାୟା ଖେଳାଇ ଦେଇଛି। ସେବାୟତ ମହଲରେ ଏହି ଦୁଃଖଦ ଘଟଣା ସମସ୍ତଙ୍କୁ ମ୍ରିୟମାଣ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ଅଫିସ ଘେରିଲେ ଆଦିବାସୀ

ଛତ୍ରପୁର,୨୮ା୧(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ଆଦିବାସୀ ସଙ୍ଗଠନ ୭ ଦଫା ଦାବି ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କୁ ଜମି...

ପରୀକୁ ନ୍ୟାୟ ଦାବିରେ ଭାଜପାର ପଦଯାତ୍ରା

ଦେବଗଡ଼,୨୦ା୧୨(ଡି.ଏନ.ଏ) ପରୀ ମାମଲାର ସିବିଆଇ ତଦନ୍ତ ଦାବିରେ ଦେବଗଡ ନଗର ମଣ୍ଡଳ ଭାଜପା ପକ୍ଷରୁ ଏକ ପଦଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ବିଧାୟକ ସୁବାସ ଚନ୍ଦ୍ର...

ରାସ୍ତା ଦବିଲା : ରାଇକିଆ-ଦାରିଙ୍ଗବାଡ଼ି ଯାତାୟାତ ବନ୍ଦ

ରାଇକିଆ,୨୬।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆ ବ୍ଲକ ମୁରୁଡିକୁପୁଡ଼ା ନିକଟରେ ଏକ ଡାଇଭର୍ସନ ରାସ୍ତା ଦବି ଯିବା ଫଳରେ ସୋମବାର ରାଇକିଆରୁ ଦାରିଙ୍ଗବାଡ଼ି ଅଞ୍ଚଳକୁ ଯାନବାହନ...

ମାହାଙ୍ଗା ଡବଲ ମର୍ଡର: ବିଜେଡିକୁ ଭାଜପାର ଅଙ୍ଗୁଳି

ଭୁବନେଶ୍ୱର,୪।୧(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି, ପଶ୍ଚିମବଙ୍ଗ ପରି ଓଡ଼ିଶାରେ ରାଜନୈତିକ ହିଂସା ଦେଖାଦେଇଛି।...

ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକ ଉଦ୍ଧାର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଶ୍ରୀଲଙ୍କାରେ ଫସିଥିବା ୧୧ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଏହି ଶ୍ରମିକମାନେ କାମ ଆଶାରେ ଠିକା ସଂସ୍ଥା ଦ୍ୱାରା ଶ୍ରୀଲଙ୍କା ଯାଇଥିଲେ। ସେଠାରେ ଦୈନିକ...

ବିପଦସଙ୍କୁଳ ଅବସ୍ଥାରେ କାନଝାରୀ ଡ୍ୟାମ୍‌

କେନ୍ଦୁଝର, ୨୬।୧୦(ଡି.ଏନ.ଏ.)- କେନ୍ଦୁଝର ସଦର ବ୍ଲକରେ ପ୍ରାୟ ୩୯ ବର୍ଷ ତଳେ ନିର୍ମିତ କାନଝାରୀ ଡ୍ୟାମର ସ୍ଥାୟିତ୍ୱ ନେଇ ଚାଷୀମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି। ୨୦୧୧ରେ...

କିଡ଼୍‌ନୀ ରୋଗ୍‌, ପିଇଲା ପାଏନ୍‌ ସମସିଆ: ପ୍ରଧାନମନ୍ତ୍ରୀକୁଁ ଚିଠି ଲେଖ୍‌ଲେ ଦୁଇ ବହେନ୍‌

ଅମରପାଲି, ୭।୩ (ଡି.ଏନ.ଏ)- ପ୍ରଧାନମନ୍ତ୍ରୀ ଜୀ, ନମସ୍କାର। ଆମର ଗଁ। ଆର ଅଂଲଚରେ ଅନେକ ଲୋକ୍‌ କିଡ଼୍‌ନୀ ରୋଗରେ ପଡ଼ିଛନ୍‌। ଅନେକ ଲୋକ୍‌ ଇ ରୋଗ୍‌ରେ...

ଆଲେନ୍‌ ଇନ୍‌ଷ୍ଟିଚ୍ୟୁଟରେ ୨୦ରୁ ଊର୍ଦ୍ଧ୍ୱ ଛାତ୍ର କରୋନା ପଜିଟିଭ୍‌: ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୨୮।୩(ବ୍ୟୁରୋ): ଭୁବନେଶ୍ୱର ମୈତ୍ରୀବିହାରସ୍ଥିତ ଆଲେନ ଇନ୍‌ଷ୍ଟିଚ୍ୟୁଟକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି ) ପକ୍ଷରୁ ସିଲ୍‌ କରାଯାଇଛି। ସେଠାରେ ୨୦ରୁ ଅଧିକ ଛାତ୍ରୀଛାତ୍ର କରୋନା ପଜିଟିଭ...

Advertisement


Archives

Model This Week

Why Dharitri