Posted inଜାତୀୟ

୩୧ ମାଓବାଦୀଙ୍କ ମୃତ୍ୟୁ ପରେ ଶାହା କହିଲେ ଯବାନଙ୍କୁ ମିଳିଛି ବଡ଼ ସଫଳତା

ନୂଆଦିଲ୍ଲୀ,୯।୨: ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲା ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ପୋଲିସ ଏନ୍‌କାଉଣ୍ଟରରେ ୩୧ ମାଓବାଦୀ ନିହତ ହୋଇଛନ୍ତି। ୩୧ ମାଓବାଦୀଙ୍କ ମୃତ୍ୟୁ ଘଟଣାକୁ ନକ୍ସଲମୁକ୍ତ ଭାରତ ଗଠନ ନେଇ ଯବାନଙ୍କୁ ବଡ଼ ସଫଳତା ମିଳିଛି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ଏହି ଲଢ଼େଇରେ ୨ ଯବାନ ମଧ୍ୟ ଶହୀଦ ହୋଇଛନ୍ତି। ଶହୀଦ ଯବାନଙ୍କ ପରିବାର ପ୍ରତି ଶାହା ସମବେଦନା ଜଣାଇଛନ୍ତି। ୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ଦେଶକୁ ନକ୍ସଲମୁକ୍ତ କରାଯିବ ବୋଲି ଶାହା ବଡ଼ ଘୋଷଣା କରିଛନ୍ତି।

୨୦୨୬ ସୁଦ୍ଧା ନକ୍ସଲବାଦ ମୂଳପୋଛ କରିବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରତିଶ୍ରୁତି ଅନୁଯାୟୀ ଏହି ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଜାନୁଆରୀ ୬ରେ ଛତିଶଗଡ଼ର ବିଜାପୁରରେ ମାଓବାଦୀମାନେ ଆଇଇଡି ବ୍ୟବହାର କରି ଗାଡ଼ି ଉଡ଼ାଇ ଦେବା ଫଳରେ ୮ଜିଲା ରିଜର୍ଭ ଗାର୍ଡ (DRG) ଯବାନ ଏବଂ ଜଣେ ଡ୍ରାଇଭରଙ୍କ ଜୀବନ ଯିବା ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏହି କଥାକୁ ପୁନର୍ବାର ଦୋହରାଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେୟାର ବଜାରରେ ଏଣ୍ଟ୍ରି ମାରିବ ହଳଦୀରାମ! ୧୦,୦୦୦ କୋଟି ଟଙ୍କାର IPO ଆଣିବାକୁ ପ୍ରସ୍ତୁତି ଆରମ୍ଭ

ନୂଆଦିଲ୍ଲୀ,୧୨।୧୧: ପାରମ୍ପରିକ ଭାରତୀୟ ମିଠା ଏବଂ ନମକିନ୍ ପ୍ରସ୍ତୁତକାରୀ ପ୍ରମୁଖ କମ୍ପାନୀ ‘ହଳଦୀରାମ ସ୍ନାକ୍ସ ଫୁଡ୍’ ଏହାର ଇନିସିଆଲ୍ ପବ୍ଲିକ୍ ଅଫରିଂ (IPO) ପ୍ରକ୍ରିୟାକୁ ଆନୁଷ୍ଠାନିକ ଭାବେ…

ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆରେ ଭାରତର ଅଧିନାୟକ ହେବେ ଏହି ଖେଳାଳି, ରଚିବେ ଇତିହାସ

ନୂଆଦିଲ୍ଲୀ,୧୨।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ୪ର୍ଥ ଓ ୫ମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳର ନେତୃତ୍ୱ ନେବେ ଶ୍ରେୟସ ଆୟର । ପ୍ରଥମ ୩ଟି ମ୍ୟାଚ୍‌ରେ ନିୟମିତ…

ବରଗଡ଼ରେ ମଧୁବାବୁ ପେନ୍‌ସନ୍‌ ଯୋଜନାର ଶୁଭାରମ୍ଭ: ୧୫୨୭୭ ଜଣଙ୍କୁ ପେନ୍‌ସନ୍‌ ବାଣ୍ଟିଲେ ମନ୍ତ୍ରୀ

ବରଗଡ଼,୧୨ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଯଦୁମଣି ଅଡିଟୋରିୟମରେ ଗୁରୁବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ…

ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମଥର! ପାକିସ୍ତାନର ୪ ଖେଳାଳି କଲେ ଏମିତି କାରନାମା, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୨।୧୧: ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ରାୱଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ପାକିସ୍ତାନର ଯୁବ ଖେଳାଳିମାନେ ବିଶ୍ୱ କ୍ରିକେଟ ଇତିହାସରେ ଏକ…

ବିବାହ ଖୁସି ଭିତରେ ଆଉ ଏକ ବଡ଼ ଖବର: କାବ୍ୟା ମାରାନଙ୍କୁ ମିଳିଲା ୫୮୫ କୋଟିର ଉପହାର, ଗୋଟିଏ ଦିନରେ ବଢ଼ିଲା…

ନୂଆଦିଲ୍ଲୀ, ୧୨।୧୧: କାବ୍ୟା ମାରାନଙ୍କୁ କିଏ ବା ନ ଜାଣେ! ଆଇପିଏଲ ଟିମ ସନରାଇଜର୍ସ ହାଇଦ୍ରାବାଦର ମାଲିକାଣୀ ହେବା ସହ ଦେଶର ବଡ଼ ମିଡିଆ ଗ୍ରୁପ ସନ…

ଥରେ ରିଚାର୍ଜରେ ଆଉ ଗୋଟିଏ ପୂରା ଫ୍ରି! ୫୬ ଦିନ ଯାଏ ଆଉ କରିବାକୁ ପଡିବନି ରିଚାର୍ଜ

ଏୟାରଟେଲ (Airtel) ବ୍ୟବହାରକାରୀମାନଙ୍କ ପାଇଁ ଏକ ଭଲ ଖବର ସାମ୍ନାକୁ ଆସିଛି। କମ୍ପାନୀ କଥିତ ଭାବରେ ଏହାର କିଛି ପ୍ରିପେଡ ପ୍ଲାନରେ ’1+1 ରିଚାର୍ଜ ଫ୍ରି’ ଅଫର୍‌…

ଭଞ୍ଜନଗରରେ ବନ୍ୟା ରିଲିଫ୍-ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କଲେ ଆରଡିସି ବିଜୟ ଅମୃତା କୁଲାଙ୍ଗେ; ସହାୟତା କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ…

ଭଞ୍ଜନଗର୧୨।୧୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଗତ ୨୮ ଓ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ପରେ ଚାଲିଥିବା ରିଲିଫ୍ ଓ ପୁନରୁଦ୍ଧାର…

ପୁଣି ଖୋଲିବ ବରଗଡ଼ ସମବାୟ ଚିନିକଳ! ପୁନରୁଦ୍ଧାର ପାଇଁ ଅମିତ ଶାହାଙ୍କ ପ୍ରତିଶ୍ରୁତି; ବାୟୋ-ଇଥାନଲ୍ ପ୍ରକଳ୍ପ ଉଦ୍‌ଘାଟନ ପାଇଁ…

ବରଗଡ଼,୧୨।୧୧(ପ୍ରେମାନନ୍ଦ ଖମାରୀ): ବନ୍ଦ ପଡ଼ିଥିବା ବରଗଡ଼ ସମବାୟ ଚିନିକଳର ପୁନରୁଦ୍ଧାର ପାଇଁ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ପ୍ରତିଶ୍ରୁତି ଦେଇଛନ୍ତି। ବରଗଡ଼ MP…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?