ମା’ ବାପାଙ୍କ ମୃତ୍ୟୁ ପରେ ସାହାରା ଖୋଜୁଛନ୍ତି କବିତା

ଦେଓଗାଁ, ୪ା୧୦(ଡି.ଏନ.ଏ.): ପାଠପଢି ମଣିଷ ହେବି । ଏହିଭଳି ଉଚ୍ଚାଭିଳାଶ ରଖିଥିବା କବିତା ନାଗ ଏବେ ମା’, ବାପାଙ୍କୁ ହରାଇ ନିରାଶ୍ରୟ ହୋଇପଡିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଦେଷଣ୍ଡ ପଞ୍ଚାୟତ ଅନ୍ତର୍ଗତ ବରଘାଟି ଗ୍ରାମରେ। ଦୁଃଖୁ ନାଗ ଓ ବାସନ୍ତୀ ନାଗଙ୍କ ୧୫ବର୍ଷର ଝିଅ କବିତା ବର୍ତ୍ତମାନ ଝାଟିମାଟି ନଡାଛପର ଘରେ ଅନିଶ୍ଚିତତା ଜୀବନ ଜୀଉଁଛନ୍ତି। ସାହିପଡିଶାଙ୍କ ସାହାରାରେ ତାଙ୍କ ଜୀବନ ବିତୁଛି। ମା’ବାପା ଛେଉଣ୍ଡ କବିତାଙ୍କ ଲାଳନ ପାଳନ ପାଇଁ ଥିବା ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।
ଝିଅ କବିତା ଓ ସ୍ତ୍ରୀ ବାସନ୍ତୀଙ୍କୁ ନେଇ ଦୁଃଖୁ ନାଗଙ୍କର ଥିଲା ପରିବାର। ଝିଅ ୭ବର୍ଷର ହୋଇଥିବା ବେଳେ ମୂଲ ମଜୁରି କରି ଘର ଚଳାଉଥିବା ଦୁଃଖୁ ୨୦୧୪ ମାର୍ଚ୍ଚ ୨୭ରେ ଆରପାରିକୁ ଚାଲିଗଲେ। କୁନିଝିଅକୁ ଧରି ବାସନ୍ତୀ ବଡକଷ୍ଟରେ ପରିବାରର ପ୍ରତିପୋଷଣ କରୁଥିଲେ। ତେବେ ୨୦୨୨ ସେପ୍ଟେମ୍ବର ୨୬ତାରିଖରେ ବାସନ୍ତୀଙ୍କ ପରଲୋକ ହୋଇଗଲା। ଏକମାତ୍ର ଝିଅ କବିତା ଏବେ ଅନାଥ ହୋଇ ଯାଇଛନ୍ତି। ଅଦ୍ୟାବଧି ତାଙ୍କୁ କୌଣସି ସରକାରୀ ସହାୟତା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri