Advertisement
Posted inଜାତୀୟ

ସ୍ତ୍ରୀ ମୃତ୍ୟୁରେ ଭାଙ୍ଗିପଡ଼ି ଜୀବନ ହାରିଲେ ସ୍ବାମୀ

ପୁଣେ,୧୮।୧୧: ସ୍ତ୍ରୀଙ୍କ ମୃତ୍ୟୁରେ ଭାଙ୍ଗିପଡ଼ି ସ୍ବାମୀ ବିଷ ପିଇ ଆତ୍ମହତ୍ୟା କରିବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ମହାରାଷ୍ଟ୍ରର ପୁଣେସ୍ଥିତ ଜୁନାର ଅଞ୍ଚଳରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି।
ମିଳିଥିବା ସୂଚନା ମୁତାବକ, ନଭେମ୍ବର ୧୪ ତାରିଖରେ ରମେଶ ନିଜ ଗର୍ଭବତୀ ସ୍ତ୍ରୀ ଓ ଶାଶୁଙ୍କୁ ଏକ ବାଇକ୍‌ରେ ମେଡିକାଲ ଯାଉଥିଲେ। ହେଲେ ବାଟରେ ଏକ ଟ୍ରାକ୍ଟର ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ରମେଶଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ରମେଶ ଦୁଃଖରେ ଭାଙ୍ଗି ପଡ଼ିଥିଲେ। ଏଥିରେ ସେ ମାନସିକ ଭାରସାମ୍ୟ ହରାଇ ସ୍ତ୍ରୀ ମୃତ୍ୟୁର ୩ ଦିନ ପରେ ଗୁରୁବାର ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିିଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ କଂଗ୍ରେସ ଅଧ୍ୟକ୍ଷ: ଯୁବନେତାଙ୍କ ଉପରେ ନାହିଁ ଭରସା

ନୂଆଦିଲ୍ଲୀ, ୧୬।୭: ବିଭିନ୍ନ ରାଜ୍ୟରେ ଶାସକ କଂଗ୍ରେସ ଦଳରେ ବିଦ୍ରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦଳୀୟ ନେତାଙ୍କୁ ହାଇକମାଣ୍ଡ ଏକଜୁଟ କରି ରଖିବାକୁ ଅସମର୍ଥ ହେଉଛନ୍ତି।...

୨୦ ବର୍ଷ ପରେ ବ୍ରିଟେନ୍‌ରୁ ଭାରତ ଫେରିଲେ ସୀତା-ରାମ-ଲକ୍ଷ୍ମଣଙ୍କ ମୂର୍ତ୍ତି

ନୂଆଦିଲ୍ଲୀ,୧୯।୧୧: ପ୍ରଭୁ ଶ୍ରୀରାମ,ମାତା ସୀତା ଏବଂ ସାନଭାଇ ଲକ୍ଷ୍ମଣଙ୍କ ଚୋରୀ ହୋଇଥିବା ମୂର୍ତ୍ତି ୨୦ ବର୍ଷ ପରେ ଭାରତକୁ ଫେରିଛନ୍ତି। ମୂର୍ତ୍ତି ଚୋର ଏହାକୁ ବ୍ରିଟେନରେ...

କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ଲକ୍ଷ ଲକ୍ଷ ପଦବୀ ଖାଲି

ନୂଆଦିଲ୍ଲୀ,୨୩।୧: ଦେଶରେ ବେକାରଙ୍କ ସଂଖ୍ୟା ଦିନ କୁ ଦିନ ବଢ଼ି ଚାଲିଛି। ଚାକିରି ପାଇଁ ଆଶାୟୀଙ୍କ ମଧ୍ୟରେ ହାହାକାର ଦେଖାଦେଇଛି। ତେବେ କେନ୍ଦ୍ର ସରକାରଙ୍କ ବିଭିନ୍ନ...

ଦିଲ୍ଲୀର ଗୋଟିଏ ଗୋଟିଏ ଓ୍ବାର୍ଡ ପାଲଟିଗଲାଣି ପାକିସ୍ତାନ: କୈଳାଶ ବିଜୟବର୍ଗିୟ

ନୂଆଦିଲ୍ଲୀ,୨୭।୧୧: ଦିଲ୍ଲୀ ଏମସିଡି ନିର୍ବାଚନ ୨୦୨୨କୁ ନେଇ ଭାଜପା ଏବେ ଆମ ଆଦମୀ ପାର୍ଟି ମଧ୍ୟରେ ବାକ୍‌ଯୁଦ୍ଧ ଲାଗିଛି। ବରିଷ୍ଠ ଭାଜପା ନେତା କୈଳାଶ ବିଜୟବର୍ଗିୟ...

ଅନ୍ନଦାତାଙ୍କ ସହିତ ହେବ ନାହିଁ ଅନ୍ୟାୟ: ନୀତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପି ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ...

ଭାରତୀୟ ଯବାନ ଚାଇନାକୁ ଦେଇଛନ୍ତି କଡ଼ା ଜବାବ: ରାଜନାଥ

ନୂଆଦିଲ୍ଲୀ, ୧୫।୯: ଏଲ୍‌ଏସିରେ ଭାରତୀୟ ଯବାନ ଚାଇନାକୁ କଡ଼ା ଜବାବ ଦେଇଛନ୍ତି। ଏସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଲୋକ ସଭାରେ ସୂଚନା ଦେଇଛନ୍ତି।...

ଆସାମ ଏନ୍‌ଆର୍‌ସି ସଂଯୋଜକ ପ୍ରତୀକ ହଜେଲାଙ୍କ ବିରୋଧରେ ମାମଲା ଦାଏର

ଗୁଆହାଟୀ,୩୦।୧୧: ଆସାମ ଏନ୍‌ଆର୍‌ସି ସଂଯୋଜକ ପ୍ରତୀକ ହଜେଲାଙ୍କ ବିରୋଧରେ ମାମଲା ଦାଏର କରାଯାଇଛି। ରାଜ୍ୟର ପବ୍ଲିକ୍‌ ଓ୍ବାର୍କ୍ସ ନାମକ ଏକ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ହଜେଲାଙ୍କ...

୫୦୦ ଫୁଟ ତଳକୁ ଖସିଲା ବସ୍‌:୨୫ ଯାତ୍ରୀ ମୃତ, ୩୫ ଆହତ

ଶିମ୍‌ଲା,୨୧।୬:ହିମାଚଳ ପ୍ରଦେଶର କୁଲ୍ଲୁ ଜିଲାରେ ଏକ ଘରୋଇ ବସ୍‌ ୫୦୦ ଫୁଟ ତଳକୁ ଖସିପଡ଼ିବାରୁ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୫ଜଣଙ୍କ ପ୍ରାଣହାନି ଘଟିଛି। ଅନ୍ୟ...

Advertisement
Archives

Model This Week