Posted inଜାତୀୟ

ବିହାର ପରାଜୟକୁ ନେଇ ମହାମେଣ୍ଟରେ ମହାଭାରତ

ପାଟନା,୧୬ ।୧୧: ବିହାରରେ ଗୋଟିଏ ପଟେ ଏନ୍‌ଡିଏ ସରକାର ଗଠନ କରିବାକୁ ଯାଉଥିବା ବେଳେ ଅନ୍ୟପଟେ ପରାଜୟକୁ ନେଇ ମହାମେଣ୍ଟ ମଧ୍ୟରେ ମହାଭାରତ ଦେଖିବାକୁ ମିଳିଛି । ବିଧାନସଭା ନିର୍ବାଚନର ପରାଜୟକୁ ନେଇ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) କହିଛି କଂଗ୍ରେସ ପାଇଁ ମହାମେଣ୍ଟ ପରାଜିତ ହୋଇଛି । ଆର୍‌ଜେଡି ନେତା ଶିବାନନ୍ଦ ତିୱାରି କହିଛନ୍ତି ବିହାର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ରାହୁଲ ଗାନ୍ଧୀ ଓ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପିକ୍‌ନିକ୍ କରୁଥିଲେ । ଆଉ ତିୱାରିଙ୍କ ଏହି ବୟାନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ବ୍ୟଙ୍ଗ କରୁଥିବା କୁହାଯାଉଛି । ସୂଚନାଯୋଗ୍ୟ, ଶିବାନନ୍ଦଙ୍କର ଏକ ଭିଡିଓରେ ସେ କହୁଛନ୍ତି ଯେତେବେଳେ ବିହାର ବିଧାନସଭା ନିର୍ବାଚନ ଶେଷ ସମୟରେ ଉପନିତ ହୋଇଥିଲା ସେତେବେଳେ ରାହୁଲ ଗାନ୍ଧୀ ଭଉଣୀ ପ୍ରିୟଙ୍କାଙ୍କ ସହ ସିମ୍‌ଲାରେ ପିକ୍‌ନିକ୍ କରୁଥିଲେ । ଏମିତି କ’ଣ ଦଳ ଚାଲେ? କଂଗ୍ରେସ ଯେଉଁଭଳି ଭାବେ ନିର୍ବାଚନ ଲଢୁଛି ଏଥିରେ ଭାଜପାକୁ ଲାଭ ମିଳୁଛି । ଏହାକୁ ନେଇ ଭାଜପା ନେତା ଗିରିରାଜ ସିଂ କହିଛନ୍ତି, ଆର୍‌ଜେଡି ନେତା କହୁଛନ୍ତି ରାହୁଲ ନନ୍ ସିରିୟସ ରାଜନେତା, ତେବେ ଶିବାନନ୍ଦ ତିୱାରିତ ରାହୁଲଙ୍କୁ ଓବାମାଙ୍କଠାରୁ ଅଧିକ ଜାଣିଛନ୍ତି, ତା’ହେଲେ କଂଗ୍ରେସ ହାରୁଛି କାହିଁକି ।


Enter your email to get our daily news in your inbox.

All Right Reserved By Dharitri.Com

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri