ଧାମନଗର ପରାଜୟ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଏହାକୁ ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ବିଜୁ ଜନତା ଦଳ(ବିଜେଡି) ଜନାଦେଶକୁ ସମ୍ମାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉପନିର୍ବାଚନ ହୋଇଥିବା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ବର୍ଗତ ବିଷ୍ଣୁ ସେଠୀ ଲୋକପ୍ରିୟ ନେତା ଥିଲେ। ଭାଜପା ତାଙ୍କ ପୁଅଙ୍କୁ ଟିକଟ ଦେଇଥିଲା। ଏଥିରେ ଭାଜପା ବିଜୟୀ ହେବ ବୋଲି ଆଶା କରାଯାଉଥିଲା । ଆଉ ସେ ନିର୍ବାଚନରେ ମଧ୍ୟ ବିଜୟୀ ହୋଇଛନ୍ତି। ଏଥିରେ ବିଜେଡି ବିଚଳିତ ନୁହେଁ। ୨୦୨୪ ନିର୍ବାଚନରେ ବିଜେଡି ନିଶ୍ଚୟ ଜିତିବ। ଆମେ ଲୋକଙ୍କ ସହ ରହିଛୁ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri