ଧାମନଗର ପରାଜୟ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଏହାକୁ ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ବିଜୁ ଜନତା ଦଳ(ବିଜେଡି) ଜନାଦେଶକୁ ସମ୍ମାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉପନିର୍ବାଚନ ହୋଇଥିବା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ସ୍ବର୍ଗତ ବିଷ୍ଣୁ ସେଠୀ ଲୋକପ୍ରିୟ ନେତା ଥିଲେ। ଭାଜପା ତାଙ୍କ ପୁଅଙ୍କୁ ଟିକଟ ଦେଇଥିଲା। ଏଥିରେ ଭାଜପା ବିଜୟୀ ହେବ ବୋଲି ଆଶା କରାଯାଉଥିଲା । ଆଉ ସେ ନିର୍ବାଚନରେ ମଧ୍ୟ ବିଜୟୀ ହୋଇଛନ୍ତି। ଏଥିରେ ବିଜେଡି ବିଚଳିତ ନୁହେଁ। ୨୦୨୪ ନିର୍ବାଚନରେ ବିଜେଡି ନିଶ୍ଚୟ ଜିତିବ। ଆମେ ଲୋକଙ୍କ ସହ ରହିଛୁ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍‌ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍‌.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

୧୨ ବର୍ଷ ପରେ ଜୀବିତ ମିଳିଲେ ଶକୁନ୍ତଳା! ଯାହାଙ୍କ ମୃତ୍ୟୁକୁ ନେଇ ସ୍ବାମୀ-ଶ୍ୱଶୁରଙ୍କ ନାଁରେ ହୋଇଥିଲା କେସ୍

ପାଟନା,୧୬ା୯: ବିହାରର ୧୨ ବର୍ଷ ପୁରୁଣା ଏକ ହତ୍ୟା ମାମଲାରେ ଆସିଛି ଚାଞ୍ଚଲ୍ୟକର ମୋଡ଼ । ୨୦୧୪ରେ ନିଖୋଜ ହୋଇଥିବା ଶକୁନ୍ତଳା ଦେବୀଙ୍କୁ ମୃତ ଭାବି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?