ଡାକ୍ତରଙ୍କୁ କରୋନା ପରେ ସ୍ବାସ୍ଥ୍ୟକେନ୍ଦ୍ର ସିଲ୍‌  

ଆର.ଉୟଦଗିରି,୧୧ା୭(ଡି.ଏନ.ଏ.)- ଆର୍‌.ଉଦୟଗିରି ବ୍ଲକରେ ଶୁକ୍ରବାର ୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଛେଲାଗଡ଼ ସଙ୍ଗରୋଧ କେନ୍ଦ୍ରରୁ ୩ ଏବଂ ଆର୍‌.ଉଦୟଗିରି ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଆୟୁଷ ଡ଼ାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟଜଣେ ହୋମଗାର୍ଡ ରହିଛନ୍ତି। ଡାକ୍ତରଙ୍କୁ କରୋନା ପରେ ସ୍ବାସ୍ଥ୍ୟକେନ୍ଦ୍ରକୁ ୪୮ ଘଣ୍ଟା ପାଇଁ ସିଲ୍‌ କରିଦିଆଯାଇଛି। ଏହି ୩ କରୋନା ଯୋଦ୍ଧାଙ୍କ ସଂସ୍ପର୍ଶରେ ଗ୍ରାମର ବହୁ ଲୋକ ଆସିଛନ୍ତି। ଡାକ୍ତର ଜଣକ କ୍ଲିକିନ୍‌ କରିଥିବାବେଳେ ସ୍ବାସ୍ଥ୍ୟକର୍ମୀ ମେଡିକାଲ ଷ୍ଟୋର କରିଛନ୍ତି। ସେଠାକୁ ବହୁ ଲୋକ ଯାଉଥିଲେ। ହୋମ୍‌ଗାର୍ଡ ଜଣକ ପୋଲିସ ଗାଡି ଚଳାଉଥିଲେ। ଏମାନଙ୍କୁ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri