ଡାକ୍ତରଙ୍କୁ କରୋନା ପରେ ସ୍ବାସ୍ଥ୍ୟକେନ୍ଦ୍ର ସିଲ୍‌  

ଆର.ଉୟଦଗିରି,୧୧ା୭(ଡି.ଏନ.ଏ.)- ଆର୍‌.ଉଦୟଗିରି ବ୍ଲକରେ ଶୁକ୍ରବାର ୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଛେଲାଗଡ଼ ସଙ୍ଗରୋଧ କେନ୍ଦ୍ରରୁ ୩ ଏବଂ ଆର୍‌.ଉଦୟଗିରି ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଆୟୁଷ ଡ଼ାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଅନ୍ୟଜଣେ ହୋମଗାର୍ଡ ରହିଛନ୍ତି। ଡାକ୍ତରଙ୍କୁ କରୋନା ପରେ ସ୍ବାସ୍ଥ୍ୟକେନ୍ଦ୍ରକୁ ୪୮ ଘଣ୍ଟା ପାଇଁ ସିଲ୍‌ କରିଦିଆଯାଇଛି। ଏହି ୩ କରୋନା ଯୋଦ୍ଧାଙ୍କ ସଂସ୍ପର୍ଶରେ ଗ୍ରାମର ବହୁ ଲୋକ ଆସିଛନ୍ତି। ଡାକ୍ତର ଜଣକ କ୍ଲିକିନ୍‌ କରିଥିବାବେଳେ ସ୍ବାସ୍ଥ୍ୟକର୍ମୀ ମେଡିକାଲ ଷ୍ଟୋର କରିଛନ୍ତି। ସେଠାକୁ ବହୁ ଲୋକ ଯାଉଥିଲେ। ହୋମ୍‌ଗାର୍ଡ ଜଣକ ପୋଲିସ ଗାଡି ଚଳାଉଥିଲେ। ଏମାନଙ୍କୁ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ବହୁ ବାଦବିବାଦ ମଧ୍ୟରେ ଅଟକି ରହିଥିବା ଧର୍ମପଦ ପୁରସ୍କାରର ଭାଗ୍ୟ ଶେଷରେ ଖୋଲିବାକୁ ଯାଉଛି। ଚାରୁକଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ନିମନ୍ତେ ଓଡ଼ିଆ ଭାଷା,...

ଫସଲ ବୀମା ପ୍ରଦାନରେ ବିଳମ୍ବ, ରାଜପଥକୁ ଓହ୍ଲାଇଲେ ଚାଷୀ

ସୋହେଲା,୨୭ା୫(ଡି.ଏନ୍‌.ଏ.): ମରୁଡ଼ି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ପ୍ରଦାନରେ ଅହେତୁକ ବିଳମ୍ବ ହୋଇଛି। ଚାଷୀମାନେ ବୀମା କମ୍ପାନୀ ଏବଂ ପ୍ରଶାସନକୁ...

ଅନ୍ତରୀଣ ଡିଜିପି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କଲେ ସତ୍ୟଜିତ: ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ରାଜ୍ୟ ପୋଲିସର ଅନ୍ତରୀଣ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜ୍ୟ କାରାଗାର ଡିଜି ସତ୍ୟଜିତ ମହାନ୍ତି। କଟକ ପୋଲିସ ମୁଖ୍ୟାଳୟରେ ଆନୁଷ୍ଠାନିକ...

ଆଖି ବୁଜିଲେ ଆଉ ୩ ଆକ୍ରାନ୍ତ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଆଖି ବୁଜିଲେ ଆଉ ୩ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୭୫ ବର୍ଷୀୟ ବୃଦ୍ଧା ଥିବା ବେଳେ ନୟାଗଡ଼ ଜିଲାର...

ଡିସେମ୍ବର ୨୨ରେ ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ: ୫ରୁ ମିଳିବ ଟିକେଟ

କଟକ ଅଫିସ,୧୬।୧୧: ସ୍ଥାନୀୟ ବାରବାଟୀ ଷ୍ଟାଡିୟମ୍‌ରେ ଆସନ୍ତା ଡିସେମ୍ବର ୨୨ ତାରିଖରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିଲାଗି...

ଉଜୁଡ଼ିଗଲା ସହର ସୌନ୍ଦର୍ଯ୍ୟକରଣ

ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ହକି ବିଶ୍ୱକପ୍‌ ସମୟରେ ଭୁବନେଶ୍ୱରରେ ସୌନ୍ଦର୍ଯ୍ୟକରଣ ପାଇଁ ନାନା କିସମର ବୃକ୍ଷଲତା ଲଗାଯାଇଥିଲା। କରୋନା ମାଡ଼ରେ ଏବେ ସେସବୁ କେଉଁଠି ପାଣି ନପାଇ...

ବଫର ଜୋନ୍‌କୁ ପଠାଯାଇଥିବା ରୋଗୀ ନିଖୋଜ

ବେଦବ୍ୟାସ,୨୨ା୫(ଡି.ଏନ.ଏ.) ସୁନ୍ଦରଗଡ଼ ଜିଲା ରାଉରକେଲାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି ା ଜିଲା ପ୍ରଶାସନର ହେପାଜତରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରୁ ଜଣେ ରୋଗୀଙ୍କୁ ବିଭାଗୀୟ...

ଏକାଠି ଥିବା କଲେଜରୁ ଅଲଗା ହେବ ଯୁକ୍ତ ୨, ଯୁକ୍ତ ୩: ଅରୁଣ ସାହୁ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ଆଣିବା ଲାଗି ରାଜ୍ୟ ସରକାର ନୂତନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହା ଅନୁଯାୟୀ ଏଣିକି ଯୁକ୍ତ ୨ ଓ ଯୁକ୍ତ ୩କୁ...

Advertisement
Archives

Model This Week