Posted inଅପରାଧ

ଯୁବତୀଙ୍କ ଅଶୀଳ ଭିଡିଓ ଭାଇରାଲ ପରେ…

ଜଳନ୍ଧର, ୧୬।୭- ପଞ୍ଜାବର ଜଳନ୍ଧରରୁ ଜଣେ ବିବାହିତ ଯୁବକ କୌଣସି କାରଣରୁ ତାଙ୍କ ପ୍ରେମିକାଙ୍କ ଅଶୀଳ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିଦେଇଥିଲେ। ଏହି ଘଟଣାରେ ଯୁବତୀଙ୍କ ପରିବାର ଲୋକ ପ୍ରତିଶୋଧ ପରାୟଣ ହୋଇ ଯୁବକଙ୍କ ଘରେ ପଶି ଭଙ୍ଗାରୁଜା କରିବା ସହ ଏକ ଗାଡ଼ି ଜାଳି ଦେଇଥିଲେ। ଏହାପରେ ଯୁବକଙ୍କ ସମେତ ତାଙ୍କ ସ୍ତ୍ରୀଙ୍କୁ ମାଡ଼ ମାରିବା ସହିତ ସୋମାନଙ୍କ ପୋଷାକ ଚିରି ଉଲଗ୍ନ କରି ଏହାର ଭିଡିଓ ବନାଇଥିଲେ। ପରେ ଏହାକୁ ସୋସିଆଲ ମିଡିଆରେ ଛାଡ଼ି ଦେଇଥିଲେ। ଏହି ଘଟଣାରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ରିପୋର୍ଟରୁ ଜଣାପଡ଼ିଛି ଯେ, ଜଳନ୍ଧରର ସେଲକିଆନା ଗ୍ରାମରେ ଏହି ଘଟଣା ଘଟିଛି। ଜଣେ ବିବାହିତ ଯୁବକ ସେହି ଗ୍ରାମର ଯୁବତୀଙ୍କୁ ପ୍ରେମ ଜାଲରେ ଫଶାଇ ପରେ ବିବାହର ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ। ଯୁବକଜଣଙ୍କ ଚତୁରତାର ସହ ଏହାର ଭିଡିଓ ମଧ୍ୟ ଶୁଟିଂ କରିନେଇଥିଲେ। ପରେ ସୋସିଆଲ ମିଡିଆରେ ଏହି ଭିଡିଓକୁ ଛାଡ଼ି ଦେଇଥିଲେ। ଯୁବତୀଙ୍କ ପରିବାର ଲୋକ ଜାଣିବା ପରେ ପ୍ରତିଶୋଧ ପରାୟଣ ହୋଇଉଠିଥିଲେ। ସେମାନେ ଗତ ରାତିରେ ଯୁବକଙ୍କ ଘରେ ପଶି ପ୍ରଥମେ ଏକ ସ୍କର୍ପିଓ ଗାଡ଼ି ପୋଡ଼ି ଦେଇଥିଲେ। ଏହାପରେ ଘରେ ଆସବାପତ୍ର ଭଙ୍ଗାରୁଜା କରିବା ସହ ଯୁବକଙ୍କ ପରିବାର ଲୋକଙ୍କୁ ମାଡ଼ ମାରିଥିଲେ। ଶେଷରେ ଯୁବକଙ୍କ ସ୍ତ୍ରୀଙ୍କୁ ଧରି ତାଙ୍କ ଲୁଗା ଚିରିବା ସହ ଉଲଗ୍ନ କରି ଭିଡିଓ ଶୁଟିଂ କରିଥିଲେ, ଯାହାକୁ ସେମାନେ ପରେ ସୋସିଆଲ ମିଡିଆରେ ଛାଡ଼ି ଦେଇଥିଲେ। ପୋଲିସ ଏହି ଘଟଣାରେ ୨ଟି ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri