ଭାରତ-ପାକିସ୍ତାନ ଏସିଆ କପ୍‌ ମ୍ୟାଚ୍‌ ପରେ ବ୍ରିଟେନରେ ହିନ୍ଦୁ-ମୁସଲମାନଙ୍କ ମଧ୍ୟରେ ଉତ୍ତେଜନା, ୨୭ ଗିରଫ…

ଲଣ୍ଡନ, ୧୯।୯ : ବ୍ରିଟେନରେ ହିନ୍ଦୁ ଏବଂ ମୁସଲମାନଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ଅଗଷ୍ଟ ୨୮ ରେ ଭାରତ-ପାକିସ୍ତାନ ଏସିଆ କପ୍‌ ମ୍ୟାଚ୍‌ ପରେ ଇଂଲଣ୍ଡର ଲିସେଷ୍ଟର ସହରର ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଫଳରେ ହିଂସା ଘଟଣା କ୍ରମାଗତ ଭାବେ ସାମ୍ନାକୁ ଆସୁଛି ।

ହିଂସା ଘଟଣାରେ ଲିସେଷ୍ଟର ପୋଲିସ ଏପର୍ଯ୍ୟନ୍ତ ୨୭ ଜଣଙ୍କୁ ଗିରଫ କରିଛି ଏବଂ ଶାନ୍ତି ପାଇଁ ଅନୁରୋଧ କରିଛି। କିନ୍ତୁ ଉତ୍ତେଜନା ଜାରି ରହିଛି। ବ୍ରିଟେନର ଏହି ସହରରେ ଅନେକ ଅଶାନ୍ତି ଏବଂ ବିଶୃଙ୍ଖଳା ଘଟିଛି। ଶନିବାର ପୂର୍ବ ଇଂଲଣ୍ଡର ଲିସେଷ୍ଟରରେ ପୁଣି ଏକ ବିଶୃଙ୍ଖଳା ସୃଷ୍ଟି ହୋଇଛି।

ସୋସିଆଲ ମିଡିଆରେ ପ୍ରସାରିତ ରିପୋର୍ଟରେ ଦର୍ଶାଯାଇଛି ଯେ ଏକ ବିରୋଧ ପ୍ରଦର୍ଶନ ଦ୍ୱାରା ଏହି ନୂତନ ହିଂସା ସୃଷ୍ଟି ହୋଇଥିଲା। ଏହାର ଭିଡିଓ ଫୁଟେଜରେ ପୋଲିସ ଭିଡ଼କୁ ଅଟକାଇବାକୁ ଚେଷ୍ଟା କରୁଥିବା ଦେଖାଯାଇଛି। ଏହି ସମୟରେ କାଚ ବୋତଲ ଫିଙ୍ଗି ଯାଇଥିଲା ଏବଂ ରାସ୍ତାରେ କିଛି ଲୋକ ହାତରେ ବାଡି ଧରି ବୁଲୁଥିବାର ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri