ଅନ୍ତରଙ୍ଗ ଫଟୋ ଭାଇରାଲ ପରେ, ଏହି ଅଭିନେତ୍ରୀଙ୍କ ପୂର୍ବତନ ପ୍ରେମିକ ଆସିଥିଲେ ସନ୍ଦେହ ଘେରକୁ…

ସାଉଥ ତଥା ବଲିଉଡ ତାରକା କମଲ ହାସନଙ୍କ ଝିଅ ଅକ୍ଷରା ସାଉଥ ସିନେମାରେ କାମ କରିବା ସହିତ ‘ଶମିତାଭ’ ଭଳି ବଲିଉଡ ଫିଲ୍ମରେ କାମ କରିଛନ୍ତି। ବୃତ୍ତିଗତ ଜୀବନ ବ୍ୟତୀତ ସେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଥରେ ସେ ସାଇବର ଅପରାଧର ଶିକାର ହୋଇଥିଲେ। ତାଙ୍କର ବ୍ୟକ୍ତିଗତ ଫଟୋ ଇଣ୍ଟରନେଟରେ ଲିକ ହୋଇଥିଲା।
ବାସ୍ତବରେ, ଅକ୍ଷରାଙ୍କ ବ୍ୟକ୍ତିଗତ ଫଟୋ ଲିକ ହେବା ଘଟଣା ତିନି ବର୍ଷର। ୨୦୧୮ରେ ତାଙ୍କର କିଛି ଅନ୍ତରଙ୍ଗ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯାହା ଦେଖିବା ପରେ ସମଗ୍ର ଇଣ୍ଡଷ୍ଟ୍ରି ଆଶ୍ଚର୍ଯ୍ୟ ହୋଇଯାଇଥିଲା। ଅକ୍ଷରାଙ୍କ ବ୍ୟକ୍ତିଗତ ଫଟୋ ଲିକ ହେବା ପରେ ତାଙ୍କ ପୂର୍ବତନ ପ୍ରେମିକ ତନୁଜ ଭରଓ୍ବାନୀ ସନ୍ଦେହରେ ଆସିଥିଲେ। କୁହାଯାଏ ଯେ, ଉଭୟେ ୨୦୧୩ରେ ଡେଟ କରୁଥିଲେ। ସେହି ସମୟ ମଧ୍ୟରେ ଅଭିନେତ୍ରୀ ତାଙ୍କ ସହିତ ତାଙ୍କର ଅନ୍ତରଙ୍ଗ ଫଟୋ ଶେୟାର କରିଥିଲେ । ତେବେ ତନୁଜ କହିଥିଲେ ଯେ, ‘ତାଙ୍କର ଅକ୍ଷରାଙ୍କ ସହ ଏପରି କିଛି ଫଟୋ ନାହିଁ। ଏସବୁ କିପରି ଘଟିଲା ସେ ବିଷୟରେ ସେ ଜାଣନ୍ତି ନାହିଁ। କେତେକ ଗଣମାଧ୍ୟମରେ କୁହାଯାଇଥିଲା ଯେ, ‘ତନୁଜ ସ୍ବୀକାର କରିଥିଲେ, ଅକ୍ଷରା ତାଙ୍କ ସହ ଫଟୋ ଶେୟାର କରିଥିଲେ, କିନ୍ତୁ ସେ ଏହାକୁ ଡିଲିଟ କରିଦେଇଥିଲେ।’ କିନ୍ତୁ ଏହି ଘଟଣା ଅକ୍ଷରାଙ୍କୁ ବହୁତ ଡରାଇ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?