ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କାର୍ଯ୍ୟ ଆରମ୍ଭ

ସୋରଡ଼ା,୧୬ା୧୨(ଡି.ଏନ୍‌.ଏ.): ଜାତୀୟ ରାଜପଥରୁ ସହର ମଧ୍ୟକୁ ସଂଯୋଗ କରୁଥିବା ନେତାଜୀ ସାହି ରାସ୍ତାର କଇଠପଲି ସାହି ନିକଟରେ ରାସ୍ତାପାର୍ଶ୍ୱ ୧୫ ଫୁଟ ଲମ୍ବରେ ଭୁଶୁଡି ପଡ଼ିଥିଲା। ଫଳରେ ରାସ୍ତାପାର୍ଶ୍ୱ ଖାଲ ମଧ୍ୟକୁ ଗାଡ଼ିମୋଟର ଖସିପଡ଼ିବା ଭୟ ରହିଥିଲା। ଦୀର୍ଘ ବର୍ଷ ହେଲା ଉକ୍ତ ସ୍ଥାନରେ ଗାର୍ଡଓ୍ବାଲ୍‌ ନିର୍ମାଣ ପାଇଁ ଦାବି ହୋଇଆସୁଥିଲେ ମଧ୍ୟ କେବଳ ପ୍ରତିଶ୍ରୁତି ମିଳିଥିଲା।

ଏନେଇ ‘ଧରିତ୍ରୀ’ରେ ‘୧୫ ଫୁଟ ଲମ୍ବରେ ଭୁଶୁଡ଼ି ଗଲାଣି ରାସ୍ତା’ ଶୀର୍ଷକ ଏକ ଖବର ବୁଧବାର ପ୍ରକାଶ ପାଇଥିଲା। ତେବେ ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ରାସ୍ତା ପାର୍ଶ୍ୱରେ ୧୫ ଫୁଟ ଲମ୍ବ ଓ ୧୫ ଫୁଟ ଓସାରରେ ଗାର୍ଡଓ୍ବାଲ ନିର୍ମାଣ କରିବାକୁ ନୂତନ ଅଧ୍ୟକ୍ଷ ଶିବଶଙ୍କର ପଣ୍ଡା ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଦୂତିକୃଷ୍ଣ ପାତ୍ରଙ୍କ ନିକଟରେ ଦାବି ହୋଇଥିଲା। ସେ ଏନେଇ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ସେହି କ୍ରମରେ ଶୁକ୍ରବାର ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଏହା ଦେଖି ସହରବାସୀ ଖୁସି ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ଉପରେ ଚଢ଼ି ଯାଉଛନ୍ତି ପର୍ଯ୍ୟଟକ

ବାରଙ୍ଗ,୨୪।୧(ଡି.ଏନ୍‌.ଏ.):ନନ୍ଦନକାନନର ବିକାଶ ପାଇଁ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଆସୁଛି। ହେଲେ କର୍ତ୍ତୃପକ୍ଷ ଏହାକୁ ଠିକ୍‌ ଭାବେ ବ୍ୟବହାର କରିପାରୁ...

ନିୟମ ମାନୁନାହାନ୍ତି କର୍ମୀ, ସମର୍ଥକ

ବାସୁଦେବପୁର,୨୦।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ ଜାରି ରହିଛି। ଗୁରୁବାର ସମିତିସଭ୍ୟ ପଦବୀ ଲାଗି ନାମାଙ୍କନ ଦାଖଲ...

ରେଗିଢ଼ି ଛକରେ ଠିକାଦାରଙ୍କୁ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୧୩।୯: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଚଣ୍ଡିପଦର ଛକ ନିକଟ ରେଗିଢ଼ି ଛକରେ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଠିକାଦାରଙ୍କୁ ହତ୍ୟା କରାଯାଇଛି। ୪/୫ ଜଣ...

ପୋଲିସ ଜାଣତରେ ଦେହ ବ୍ୟବସାୟ

କଟକ ଅଫିସ,୭।୨: କଟକ ରେଳଷ୍ଟେଶନ ନିକଟରେ ବେଧଡକ ଭାବେ ଚାଲିଛି ସେକ୍ସ ର଼୍ୟାକେଟ୍‌। ଏହି ବେଆଇନ କାର୍ଯ୍ୟ ସମ୍ପର୍କରେ ପୋଲିସକୁ ଅଛପା ନାହିଁ। ପିସିଆର ଭ୍ୟାନ...

ବିପଦରେ ହାତୀବଂଶ

ସମ୍ବଲପୁର, ୨୬।୧୨: ସମ୍ବଲପୁର ଆର୍‌ସିସିଏଫ୍‌ ସର୍କଲ ଅଧୀନରେ ଥିବା ବନଖଣ୍ଡରେ ହାତୀବଂଶ ଏବେ ବିପଦରେ। ବିଗତ ଦିନର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ କୁହାଯାଇପାରିବ। ସରକାରୀ...

ଖସୁଛି ତାପମାତ୍ରା, ବୃଦ୍ଧି ପାଉଛି ଶୀତ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତାପମାତ୍ରା ହ୍ରାସ ପାଉଥିବାରୁ ଥଣ୍ଡା କ୍ରମଶଃ ବୃଦ୍ଧି ପାଉଛି। ବିଶେଷକରି ରାତିରେ ଥଣ୍ଡାର ପ୍ରକୋପ ଅଧିକ ରହୁଛି। ୩ ଦିନ ପରେ...

ଚିକିତ୍ସା ଅବହେଳାରୁ ବ୍ୟକ୍ତିଙ୍କ ମୃତ୍ୟୁ, ଅଭିଯୋଗ ଆଣିଲେ ପରିବାର ଲୋକେ

ପାପଡ଼ାହାଣ୍ଡି,୨୫ା୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବା କତ୍ରା ପଞ୍ଚାୟତ ଖୁଡ଼ିଗୁଡ଼ା ଗ୍ରାମର ଲାଇବାନ ମୁଦୁଲି(୪୮)ଙ୍କ ରବିବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ...

କରୋନା କଟକଣାକୁ ବେଖାତିର: ସାକ୍ଷୀଗୋପାଳରେ ମନ୍ଦିର ଠାରୁ ମାଛ ମାର୍କେଟ ସବୁଠି ଲୋକଙ୍କ ଭିଡ଼

ସାକ୍ଷୀଗୋପାଳ, ୧୫।୪(ଡି.ଏନ୍‌. ଏ.): ବିଶ୍ବ ମହାମରୀ କରୋନାର ଭୟାବହତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲା ଲାଗି ରାଜ୍ୟ ସରକାର ନୂଆ ନୂଆ...

Advertisement
Archives

Model This Week