‘ଧରିତ୍ରୀ’ରେ ଖବର ପ୍ରସାରିତ ପରେ ଗାଁରେ ପହଞ୍ଚିଲେ ବିଧାୟିକା

ହେମଗିରି,୨୬ା୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ହେମଗିରି ବ୍ଲକସ୍ଥିତ ରୋହିଣୀ ଗ୍ରାମର ‘ବର୍ଷାରେ ଭାଙ୍ଗିଲା ଘର, ତିନି ଝିଅ ସହ ମା ବେସାହାରା’ ଶୀର୍ଷକ ଏକ ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଏହା ପରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ରୋହିଣୀ ଗ୍ରାମ ପରିଦର୍ଶନ କରିବା ସହିତ ଲଗାଣ ବର୍ଷାରେ ଭାଙ୍ଗିଯାଇ ଥିବା ଘରଗୁଡ଼ିକୁ ପରିଦର୍ଶନ କରି ପଚାରି ବୁଝି ଏନେଇ ସେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri