ଧାନ ମଣ୍ଡି ଖୋଲିଲା ପରେ: ଏମିତି କହିଲେ ଯୋଗାଣ ମନ୍ତ୍ରୀ

ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର ପୂଜାର୍ଚ୍ଚନା କରି   ଧାନ କିଣା ପ୍ରକ୍ରିୟା ଆରମ୍ଭ କରିଛନ୍ତି।
ଏହି ଅବସରରେ ମନ୍ତ୍ରୀ ପାତ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି,କଥା ଦେଇଥିଲୁ ରଖିଲୁ। ଆମ ସରକାର କଥା ରଖିଲେ ବୋଲି କହିଲେସୀମା ସିଲ ହୋଇଛି, ସିସିଟିଭି ଲାଗିଛି, ପାଟ୍ରୋଲିଂ ହେଉଛି। ଆଜି ବରଗଡ଼ର ୩ଟି ମଣ୍ଡିରୁ, କାଲିଠୁ ଅନ୍ୟ ସ୍ଥାନରୁ ଆରମ୍ଭ ହେବ ବୋଲ ମନ୍ତ୍ରୀ ପାତ୍ର କହିଛନ୍ତି।

ଭାରମ୍ଭ କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ,  ଜିଲାପାଳ ଆଦିତ୍ୟ ଗୋୟଲଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ମଣ୍ଡିକୁ ଧାନ ଆଣିଥିବାଚାଷୀମାନଙ୍କୁ ମନ୍ତ୍ରୀ ପାତ୍ର ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri