Posted inଖେଳ

ରାହୁଲ-ଗୋଏଙ୍କା ବିବାଦ ପରେ ଲକ୍ଷ୍ନୌ ଟିମ୍‌ରେ ହେବ ବଡ଼ ପରିବର୍ତ୍ତନ, ଏହି ଖେଳାଳି ହେବେ ଅଧିନାୟକ !

ନୂଆଦିଲ୍ଲୀ,୧୦।୫: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବୁଧବାର ଶୋଚନୀୟ ପରାଜୟ ପରେ ଆଇପିଏଲ୍‌ ପ୍ଲେ ଅଫ୍‌ ଦୌଡ଼ରୁ ପ୍ରାୟତଃ ବାହାର ହୋଇଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଏହାକୁ ନେଇ ଅଧିନାୟକ ଭାବେ ଲୋକେଶ ରାହୁଲଙ୍କ ଭବିଷ୍ୟତକୁ ନେଇ ଆଲୋଚନା ବଢ଼ିବାରେ ଲାଗିଛି। ମ୍ୟାଚ୍‌ରେ ରାହୁଲଙ୍କ ଅଧିନାୟକତ୍ୱ ପ୍ରଶଂସନୀୟ ନ ଥିଲା। ଏପରିକି ପରାଜିତ ହେବା ପରେ ମାଲିକ ସଞ୍ଜୟ ଗୋଏଙ୍କା ମଧ୍ୟ ତାଙ୍କୁ ଗାଳି କରିଥିଲେ। ଏଣୁ ଲକ୍ଷ୍ନୌରେ ବଡ଼ ପରିବର୍ତ୍ତନ ହେବାର ଆଶଙ୍କା ବଢ଼ିଛି।

ଅଧିନାୟକ ନିଜେ ପଦ ଛାଡ଼ି ବାକି ଥିବା ୨ ମ୍ୟାଚ୍‌ରେ ନିଜ ବ୍ୟାଟିଂ ଉପରେ ଧ୍ୟାନ ଦେବେ ବୋଲି ଆଶା କରାଯାଉଥିଲା। ହେଲେ ମାତ୍ର ୨ ମ୍ୟାଚ୍‌ ଥିବାରୁ ରାହୁଲଙ୍କ ଟିମ୍‌ ନେତୃତ୍ୱ ନେବାର ଆଶା କରାଯାଉଛି। ଯଦିଓ ରାହୁଲ ନେତୃତ୍ୱ ଛାଡ଼ନ୍ତି ତେବେ ଦଳ ଆଉ କାହାକୁ ଅଧିନାୟକ କରିପାରେ। ଏହି ତାଲିକାରେ ସବୁଠାରୁ ଉପରେ ରହିଛନ୍ତି ନିକୋଲାସ ପୁରନ୍‌। ତାଙ୍କ ନିକଟରେ ଅନୁଭବ ସହ ସେ ଦଳର ଉପ ଅଧିନାୟକ ଥିବାରୁ ସବୁକିଛି ସହଜ ରହିବ।

ଏବେ ବି ଲକ୍ଷ୍ନୌ ନିକଟରେ ପ୍ଲେ ଅଫ୍‌ରେ ପହଞ୍ଚିବାର ସୁଯୋଗ ରହିଛି। କାରଣ ଦଳ ଆଉ ୨ ମ୍ୟାଚ୍‌ ଖେଲିବ। ଯଦି ଏହି ମ୍ୟାଚ୍‌ ଜିତିଯାଏ ତେବେ ଦଳ ୧୬ ପଏଣ୍ଟ ପାଇବ। ହେଲେ ମାଇନସ୍‌ .୭୬୦ ନେଟ୍‌ ରନ୍‌ରେଟ୍‌ରେ ସୁଧାର କରିପାରିବା ବହୁତ କଷ୍ଟକର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri