ରଥଯାତ୍ରା ପରେ ୨୮ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି ଆରମ୍ଭ

ପୁରୀ,୧୧।୬: ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ରଥଯାତ୍ରା ପରଦିନ ଅର୍ଥାତ୍‌ ୨୮ ତାରିଖରୁ ପୁଣି ଆରମ୍ଭ ହେବ। ଏହି ସୂଚନା ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ପ୍ରକାଶ କରିଛନ୍ତି। ବର୍ତ୍ତମାନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟ ପ୍ରଶାସକ କହିଛନ୍ତି, “ମରାମତି କାର୍ଯ୍ୟ କେବେ ସମ୍ପୂର୍ଣ୍ଣ ହେବ, ତାହା ଏବେ ନିଶ୍ଚିତ ଭାବେ କହିବା ସମ୍ଭବ ନୁହେଁ।” ଏହି ମରାମତି କାର୍ଯ୍ୟ ଶ୍ରୀମନ୍ଦିରର ପବିତ୍ରତା ଓ ଐତିହ୍ୟକୁ ଅକ୍ଷୁଣ୍ଣ ରଖିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?